Posted inଫୁରସତ

ବିଶ୍ୱର ସବୁଠୁ ଉଚ୍ଚ ଅଟ୍ଟାଳିକା

ରିୟାଦ୍‌: ପୂର୍ବରୁ ବୁର୍ଜ ଖଲିଫା ନାଁ ଶୁଣିଥିବେ ଯାହା ବିଶ୍ୱର ସବୁଠାରୁ ଉଚ୍ଚ ଅଟ୍ଟାଳିକା। ଏହାର ଉଚ୍ଚତା ୮୨୯.୮ ମିଟର ଅର୍ଥାତ୍‌ ୨,୭୨୨ ଫୁଟ। କିନ୍ତୁ ଜାଣନ୍ତି କି ସାଉଦି ଆରବରେ ବୁର୍ଜ ଖଲିଫାଠାରୁ ଏକ ଉଚ୍ଚ ଅଟ୍ଟାଳିକା ନିର୍ମାଣ କରାଯାଉଛି। ଯାହାର ଉଚ୍ଚତା ୩୨୮୧ ଫୁଟ ଅର୍ଥାତ୍‌ ପ୍ରାୟ ଏକ କିଲୋମିଟର ହେବ। ଏହି ଭବନର ନାମ ‘ଜେଦାହ ଟାଓ୍ବାର’। ଯାହାକୁ ପୂର୍ବରୁ ‘କିଙ୍ଗ ଟାଓ୍ବାର’ କୁହାଯାଉଥିଲା। ଏହାର ନିର୍ମାଣ ୨୦୨୨ ସୁଦ୍ଧା ଶେଷ ହେବ ବୋଲି ଆଶା ତଥା ବିଶ୍ୱାସ କରାଯାଉଥିଲା। କିନ୍ତୁ ବର୍ତ୍ତମାନ କାର୍ଯ୍ୟ ବନ୍ଦ ହୋଇଯାଇଛି। ଏହା କେବେ ସରିବ ଜଣାପଡୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗବେଷଣାରେ ମୂଷାଙ୍କୁ ବ୍ୟବହାର କରାଯାଏ କାହିଁକି

ପ୍ରାୟ ସମସ୍ତେ ଜାଣନ୍ତି ଯେ, ବୈଜ୍ଞାନିକମାନେ ତିଆରି କରୁଥିବା ନୂଆ ଔଷଧକୁ ମଣିଷ ଉପରେ ପ୍ରୟୋଗ କରିବା ପୂର୍ବରୁ ପ୍ରଥମେ ତାକୁ ମୂଷା ଉପରେ ପ୍ରୟୋଗ...

ବିଶିଷ୍ଟ ଶିଶୁ ସାହିତି୍ୟକ ଓ ବିଜ୍ଞାନ ଲେଖକ ଡ. ଅରୁଣ କୁମାର ପଣ୍ଡା ନିଜ ପ୍ରଥମ ରୋଜଗାରରେ ଗାଈ କିଣା..

ଜୀବନରେ ଅନେକ ଟଙ୍କା ରୋଜଗାର କଲେ ବି ପ୍ରଥମ ରୋଜଗାରର ଚମକ ଓ ଆନନ୍ଦ ଅତୀବ ନିଆରା। ଆଉ ଯଦି ସେହି ରୋଜଗାର ଛାତ୍ର ଅବସ୍ଥାରେ...

ମହିଳାଙ୍କ ପେଟରୁ ବାହାରିଲା ୨ କେ.ଜି.ର ଚୁଟି

ବରେଲି: ଉତ୍ତରପ୍ରଦେଶର ବରେଲି ଜିଲା କରଗୈନା ଅଞ୍ଚଳରେ ରହୁଥିବା ଜଣେ ୩୧ ବର୍ଷିୟା ମହିଳା ଲମ୍ବା ସମୟ ଧରି ପେଟ ଯନ୍ତ୍ରଣାରେ ପୀଡ଼ିତ ଥିଲେ। ସେ...

ଇଣ୍ଡିଆନ୍‌ ରକ୍‌ ବ୍ୟାଣ୍ଡ ‘ଅଗ୍ନି’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ...

୫୦୬ ବର୍ଷ ପୁରୁଣା ମାରାତ୍ମକ ମହାମାରୀ, ରାସ୍ତା ଉପରେ ନାଚି ନାଚି ୪୦୦ ଲୋକଙ୍କର ହୋଇଥିଲା ମୃତ୍ୟୁ

ଷ୍ଟାର୍ସବର୍ଗ: ଇତିହାସରେ ଏପରି ଅନେକ ଘଟଣା ଘଟିଛି ଯାହା ଆଜି ବି ଲୋକମାନେ ମନେ ପକାଇ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ଆଜି ଆମେ ଏପରି ଏକ...

ଲଣ୍ଡନରେ ଲୋକଙ୍କ ପାଟିରୁ ଲାଳ ଗଡାଉଛି କୋଲକାତାର ‘ଝାଲମୁଢି’, ଇଂରାଜୀ ବାବୁଙ୍କ ଠେଲାକୁ ନେଇ ହେଉଛି ଚର୍ଚ୍ଚା

ଲଣ୍ଡନ,୨୧।୧୧: ଆମେ ଖାଦ୍ୟ ବିଷୟରେ ଆଲୋଚନା କରିବା ବେଳେ କେହି କେବେ କୋଲକାତାକୁ ଭୁଲି ପାରନ୍ତି ନାହିଁ ବୋଲି କହାଯାଏ। ପଶ୍ଚିମବଙ୍ଗରେ ବିଭିନ୍ନ ପ୍ରକାରର ଖାଦ୍ୟ...

ଭିଣୋଇଙ୍କ ସହ ଥିଲା ଅନୈତିକ ସମ୍ପର୍କ, ବିବାହ ମଣ୍ଡପରେ କନ୍ୟାଙ୍କ ଭିଡିଓ ଚଲାଇଦେଲେ ବର, ତା’ପରେ…

ବିବାହ ମଣ୍ଡପରେ କନ୍ୟାର କାରନାମା ଭିଡିଓ ମାଧ୍ୟମରେ ଦେଖାଯାଏ, ତେବେ କ’ଣ ହେବ? ଚାଇନାର ଏପରି ଏକ ମାମଲା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ବର...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri