ବିଶ୍ୱ ପରିବେଶ ଦିବସରେ ବ୍ରହ୍ମପୁର ବିଏମ୍‌ସି ପକ୍ଷରୁ କପଡ଼ା ବ୍ୟାଗ୍‌ ବଣ୍ଟନ

ବ୍ରହ୍ମପୁର ଅଫିସ,୫।୬: ପଲିଥିନ୍‌ ଓ ପ୍ଲାଷ୍ଟିକ ସାମଗ୍ରୀର ବହୁଳ ବ୍ୟବହାର ପରିବେଶ ପ୍ରଦୂଷଣର ପ୍ରମୁଖ କାରଣ ଭାବେ ଉଭା ହୋଇଛି। ପଲିଥିନ୍‌ ପ୍ଲାଷ୍ଟିକ ସାମଗ୍ରୀର ବ୍ୟବହାରର ଭୟାବହତା ନେଇ ବୁଧବାର ସଚେତନତା ସୃଷ୍ଟି କରାଯାଇଛି । ବିଶ୍ୱ ପରିବେଶ ଦିବସ ଅବସରରେ ବିଏମ୍‌ସି ଓ ବନ୍ଧନ ବ୍ୟାଙ୍କ ମିଳିତ ଆନୁକୂଲ୍ୟରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ବିଏମ୍‌ସି ଏନ୍‌ଫୋର୍ସମେଣ୍ଟ ଅଫିସର ତରୁଣ କାନ୍ତ ଓ ବନ୍ଧନ ବ୍ୟାଙ୍କ ବ୍ରହ୍ମପୁର ଶାଖା ମ୍ୟାନେଜର ଜ୍ଞାନେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଗେଟ ବଜାର, ଗେଟବଜାର ଭେଣ୍ଡିଂଜୋନ, ରେଡିଓଷ୍ଟେଶନ ରୋଡ୍‌ରେ ଥିବା ଉଠାଦୋକାନୀ ଓ କ୍ଷୁଦ୍ର ବ୍ୟବସାୟୀଙ୍କୁ କନା ବ୍ୟାଗ ବଣ୍ଟନ କରାଯାଇଛି। ଉକ୍ତ ଅଞ୍ଚଳରେ ପ୍ରାୟ ୪୦୦୦ କନା ବ୍ୟାଗ ବଣ୍ଟନ କରାଯିବା ସହ ପଲିଥିନ୍‌ ପରିବର୍ତ୍ତେ କପଡ଼ା ବ୍ୟାଗ୍‌ ବ୍ୟବହାର କରିବାକୁ ସଚେତନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବିଏମ୍‌ସି ଏନ୍‌ଫୋର୍ସମେଣ୍ଟ ଟିମ୍‌ ସହ ବନ୍ଧନ ବ୍ୟାଙ୍କର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ କଳା ଦିବସ: କଳା ବଦଳିଲେ ବି ସତ୍ୟ ଲୁଚିବ ନାହିଁ

ବରଗଡ଼, ୧୭।୪(ପ୍ରେମାନନ୍ଦ ଖମାରୀ): ପ୍ରତିଟି ମଣିଷ ଭିତରେ ଆତ୍ମ ଅଭିବ୍ୟକ୍ତି ଓ ଆତ୍ମପ୍ରତିଷ୍ଠାର ମୋହ ରହିଛି। ଅର୍ଥାତ୍ ମଣିଷ ସର୍ବଦା ଚାହୁଁଥାଏ ଯେ, ଯାହା ଅଛି...

ଧାନକେଣ୍ଡାରେ ଅଗାଡ଼ି, ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚାଷୀଙ୍କୁ ସମସ୍ୟା ପିଛା ଛାଡୁନାହିଁ। କେତେବେଳେ ଫସଲରେ ରୋଗପୋକ ତ ଆଉକେବେ ଝଡ଼ବର୍ଷା ଯୋଗୁ ଚାଷୀଙ୍କ ଫସଲ ଉଜୁଡି ଯାଉଛି।...

‘ବସିଥିବା ଡାଳକୁ ହାଣୁଛନ୍ତି ଶାହା’

କୋଲକାତା,୧୭ା୪: ମୁର୍ଶିଦାବାଦରେ ଓ୍ବକ୍‌ଫ ଆଇନ ବିରୋଧୀ ହିଂସା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଦାୟୀ କରିଛନ୍ତି। ମମତା...

Naveen Patnaik: ପୁଣି ନିର୍ବାଚନ ଲଢିବେ ନବୀନ

ଭୁବନେଶ୍ୱର,୧୭ା୪(ସୁନିତ୍‌ ମିଶ୍ର): ବିଜେଡି ସଭାପତି ପଦ ଲାଗି ନବୀନ ପଟ୍ଟନାୟକ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିବେ। ଦଳର ରିଟର୍ନିଂ ଅଫିସର ପ୍ରତାପ ଦେବଙ୍କୁ ସେ...

ଶ୍ରୀକାନ୍ତଙ୍କ ଘରକୁ ଅଖିଳେଶଙ୍କ ଆସିବା ନେଇ ରାଜନୀତି

ଭୁବନେଶ୍ୱର, ୧୭ା୪(ସୁନିତ୍‌ ମିଶ୍ର): ସମାଜବାଦୀ ପାର୍ଟି(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବଙ୍କ ଓଡ଼ିଶା ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା ଜୋର୍‌ ଧରିବା ଆରମ୍ଭ ହୋଇଛି। ଅଖିଳେଶ ଭୁବନେଶ୍ବର...

World Haemophilia Day: ଆଜି ବିଶ୍ୱ ହେମୋଫିଲିଆ ଦିବସ: ଜାଣନ୍ତୁ ଏହି ରୋଗର ଚିହ୍ନଟ,ଚିକିତ୍ସା,ନିବାରଣମୂଳକ ବ୍ୟବସ୍ଥା..

ହେମୋଫିଲିଆ ଏକ ଜିନ୍‌ ରୋଗ ଓ ବଂଶାନୁକ୍ରମିକ। ଏହା ଏକ ରକ୍ତଜନିତ ରୋଗ। ପରିବାରର ଏକାଧିକ ବ୍ୟକ୍ତି ଏହି ରୋଗଦ୍ୱାରା ଆକ୍ରାନ୍ତ ହୋଇପାରନ୍ତି। ମହିଳା ବା...

ଆଜି ଓଡ଼ିଶା ଆସୁଛନ୍ତି ଗଡକରୀ, ବହୁ ପ୍ରକଳ୍ପର ଶିଳାନ୍ୟାସ କରିବେ

ଭୁବନେଶ୍ୱର, ୧୭ା୪(ସୁନିତ୍‌ ମିଶ୍ର): ଓଡ଼ିଶାରେ ଏନ୍‌ଏଚ୍‌ଏଆଇର ଅନେକ ପ୍ରକଳ୍ପର ଶିଳାନ୍ୟାସ ଗୁରୁବାର କରାଯିବ। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବା...

ଇଣ୍ଡିଆ ମେଣ୍ଟ ସଂକଳ୍ପକୁ ଅଧିକ ସଶକ୍ତ କରିବା ଆବଶ୍ୟକ: ଅଖିଳେଶ

ଭୁବନେଶ୍ୱର,୧୭ା୪(ସୁନିତ୍‌ ମିଶ୍ର): ସମାଜବାଦୀ ପାର୍ଟି (ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବଙ୍କ ଅଚାନକ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା ଜୋର୍‌ ଧରିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image