ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ। ସେ ନିମୋନିଆରେ ପୀଡ଼ିତ ଥିବା ଜଣାପଡ଼ିଛି। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ଗତ ୪ ଦିନ ଧରି ଡାକ୍ତରଖାନାରେ ରହିଛନ୍ତି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିଙ୍କ ପରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି

ଭୁବନେଶ୍ୱର,୨୮।୩: ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ଶୁକ୍ରବାର ଗୃହର ଶୂନ୍ୟକାଳରେ ବିଧାୟକଙ୍କ ଦରମା ବୃଦ୍ଧି ଦାବି କରାଯାଇଛି। ବିରୋଧୀ ଏବଂ ଶାସକ ଦଳର ବିଧାୟକମାନେ ଦରମା...

ଡା.ଦେବେନ୍ଦ୍ର ପ୍ରଧାନ: ନିଜ ପାଇଁ ନୁହେଁ, ଅନ୍ୟ ପାଇଁ ବଞ୍ଚୁଥିଲେ

ସନ୍ଥ କବି ଭୀମ ଭୋଇଙ୍କ ଦ୍ବାରା ଲିଖିତ ଏହି ବାଣୀକୁ ଦିବଂଗତ ସମାଜସେବୀ ତଥା କେନ୍ଦ୍ରମନ୍ତ୍ରୀ ଡ. ଦେବେନ୍ଦ୍ର ପ୍ରଧାନ ନିଜ ଜୀବନର ବ୍ରତ କରି...

ସଭାପତି, ଉପସଭାପତି ପଦ ପାଇଁ ତ୍ରିମୁଖୀ ଲଢ଼େଇ

ଭୁବନେଶ୍ୱର, ୨୮।୩(ବନ୍ଦନା ସେଠୀ): ୨୦୨୫-୨୬ବର୍ଷ ପାଇଁ ବାର୍‌ ଆସୋସିଏଶନ ନିର୍ବାଚନ ଆସନ୍ତା ୨୯ତାରିଖରେ ଅନୁଷ୍ଠିତ ହେବ। ଶନିବାର ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ...

ଛପର ଫାଡ଼ିଦେଲେ ଭଗବାନ: ଦିନ ମଜୁରିଆରୁ କୋଟିପତି ହେଲେ ଓଡ଼ିଆ ଯୁବକ

କେନ୍ଦୁଝର,୨୮।୩: ସତରେ ଭଗବାନ ଯେତେବେଳେ ଦିଅନ୍ତି ଛପର ଫାଡ଼ି ଦିଅନ୍ତି। ରାତା ରାତି ବଦଳି ଯାଏ ଭାଗ୍ୟ। କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ରେଭେନସାପୁର...

ପୁଣି ଖୋଲିବ ରାଜ୍ୟରେ ବନ୍ଦ ହୋଇପଡ଼ିଥିବା ସ୍କୁଲ

ଭୁବନେଶ୍ୱର,୨୮ା୩: ଶୁକ୍ରବାର ବିଧାନସଭାରେ ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ତାଙ୍କ ଉତ୍ତର ରଖିଛନ୍ତି। ସିଡ୍ୟୁଲ ଏରିଆରେ...

ନବଜାତକଙ୍କୁ ଓଟିରୁ ଛାଡିବା ପାଇଁ ୧୦୦୦ ଟଙ୍କା ଦାବି କଲେ ନର୍ସିଂ କର୍ମଚାରୀ

ସୁନ୍ଦରଗଡ଼,୨୮ା୩: ନବଜାତଙ୍କୁ ଛାଡିବା ପାଇଁ ୧୦୦୦ ଟଙ୍କା ଦାବି କଲେ ନର୍ସିଂ କର୍ମଚାରୀ। ସରକାରୀ ମେଡିକାଲରେ ଏଭଳି ଚିନ୍ତାଜନକ ବିଷୟ ଦେଖିବାକୁ ମିଳିଛି ସୁନ୍ଦରଗଡ଼ର ଜିଲ୍ଲା...

ଭୁବନେଶ୍ୱରରେ ଗୋରୁ ବୋଝେଇ ଗାଡ଼ିକୁ ଅଟକାଇଲେ ‘ଗୋ ସେବକ’ ସଦସ୍ୟ, ୧୩ ରୁ ଅଧିକ ଗାଈ ଉଦ୍ଧାର

ଭୁବନେଶ୍ୱର,୨୮ା୩: ଶୁକ୍ରବାର ସକାଳେ ଭୁବନେଶ୍ୱରର ପାତ୍ରପଡ଼ା ନିକଟରେ ‘ଗୋ ସେବକ’ ସଦସ୍ୟଙ୍କ ଏକ ଦଳ ଗୋରୁ ପରିବହନ କରୁଥିବା ଏକ ଗାଡ଼ିକୁ ଅଟକାଇଛନ୍ତି। ଗାଡ଼ିଟିକୁ ଅଟକାଇବା...

୧୦ଟି ମେଗା ଶିଳ୍ପ ପ୍ରକଳ୍ପକୁ ଓଡ଼ିଶା ସରକାରଙ୍କ ଅନୁମୋଦନ: ସୃଷ୍ଟି ହେବ ୫୧,୯୩୯ ରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୨୮ା୩: ଓଡ଼ିଶା ସରକାରଙ୍କ ଉଚ୍ଚସ୍ତରୀୟ କ୍ଲିୟରାନ୍ସ ଅଥରିଟି (HLCA) ଗୁରୁବାର ରାଜ୍ୟରେ ୧.୬୫ ଲକ୍ଷ କୋଟି ଟଙ୍କାରୁ ଅଧିକ ମୂଲ୍ୟର ୧୦ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image