ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ। ସେ ନିମୋନିଆରେ ପୀଡ଼ିତ ଥିବା ଜଣାପଡ଼ିଛି। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ଗତ ୪ ଦିନ ଧରି ଡାକ୍ତରଖାନାରେ ରହିଛନ୍ତି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ସୂଚନା ମିଳିଛି।

Share