ବୀରମହାରାଜପୁରରୁ ପଦ୍ମନାଭ ବେହେରା ପଛୁଆ

ବୀରମହାରାଜପୁର,୨୩।୫: ବୀରମହାରାଜପୁର ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ପଦ୍ମନାଭ ବେହେରା ପଛରେ ପଡ଼ିଛନ୍ତି। ୫ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ପଦ୍ମନାଭ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ରଘୁନାଥ ଜଗଦେବଙ୍କଠାରୁ ୨୫୦୦ ଖଣ୍ଡ ଭୋଟରେ ପଛୁଆ ଥିବା ସୂଚନା ମିଳିଛି।

Share