ବୁଢ଼ାରଜା ଦୈନିକ ବଜାରକୁ ଯାନ ଚଳାଚଳ ବନ୍ଦ

ସମ୍ବଲପୁର, ୩୦।୩ (ବ୍ୟୁରୋ)- କରୋନା ଭୂତାଣୁ ସବୁ କ୍ଷେତ୍ର ଲାଗି କଟକଣା ଆଣି ଦେଇଛି। ପ୍ରତିଷେଧକ ଭାବେ ଜନସାଧାରଣ ଏହାକୁ ମାନୁଛନ୍ତି । ଏହି କ୍ରମରେ ସମ୍ବଲପୁର ବୁଢ଼ାରଜା ଦୈନିକ ବଜାର ପ୍ରବେଶ ପଥ ପ୍ରଫେସର କଲୋନୀ ଛକଠାରେ ଅଞ୍ଚଳବାସୀ ବାଉଁଶ ଦେଇ ରାସ୍ତା ଲକ୍‌ ଡାଉନ କରିଛନ୍ତି । ଏହାଦ୍ୱାରା ଗ୍ରାହକମାନେ ପ୍ରଫେସର କଲୋନୀ ଛକରୁ ବଜାର ଭିତରକୁ ଚାଲି ଚାଲି ଯାଇ ପନିପରିବା କିଣୁଛନ୍ତି । ଏହି କଟକଣା ଯୋଗୁ ସଙ୍ଗରୋଧ ହେବାସହ ପରିବା ବଜାରରେ ଗହଳି ମଧ୍ୟ କମ୍‌ ହେବ ବୋଲି ଆଶା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ଟୁରିଷ୍ଟ୍‌ ବସ: ଜଣେ ମୃତ, ୪ ଗୁରୁତର

ନୟାଗଡ,୧୦।୧: ନୟାଗଡ଼ ପୋଲିସ ଜିଲା ଚାନ୍ଦପୁର ଥାନା ଖଣ୍ଡିସ ପୋଲ ନିକଟରେ ସୁରକ୍ଷା ପ୍ରାଚୀର ଭାଙ୍ଗି ନଦୀ ଭିତରକୁ ଗୁରୁବାର ବିଳମ୍ବିତ ରାତିରେ ଟୁରିଷ୍ଟ ବସ...

ଅନାସ୍ଥା ଭୋଟ ପୂର୍ବରୁ ନବ ଦାସଙ୍କ ପୁଅ ବିଶାଲଙ୍କୁ ଅଟକ ରଖିଲା ପୋଲିସ

ଝାରସୁଗଡା,୧୦।୧: ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ...

ପକ୍ଷୀ ସଂରକ୍ଷଣକୁ ଗୁରୁତ୍ୱ

ମଥୁରାନଗରୀ,୧୦।୧(ପ୍ରେମାନନ୍ଦ ଖମାରୀ):ପକ୍ଷୀ ସଂରକ୍ଷଣ ପାଇଁ ଛାତ୍ରାବସ୍ଥାରୁ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ଜନତା ହାଇସ୍କୁଲରେ ବୁଧବାର ଜାତୀୟ...

ବାଲ୍‌ ଧନୁଯାତ୍ରାରେ କଂସ ରାଜୁତି ଆରମ୍ଭ

ମଥୁରାନଗରୀ,୧୦।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ବାଳିକା ହାଇସ୍କୁଲରେ ଗୁରୁବାର ସନ୍ଧ୍ୟାରେ ବାଲ୍‌ ଧନୁଯାତ୍ରା ମହୋତ୍ସବ ଆରମ୍ଭ ହୋଇଛି। ଜିଲାପାଳ ଆଦିତ୍ୟ...

ରାଧାକୃଷ୍ଣଙ୍କ ନାବକେଳି, କଂସ ବ୍ୟସ୍ତ ବିବ୍ରତ

ମଥୁରାନଗରୀ,୧୦।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବର ଗୁରୁବାର ସପ୍ତମ ଦିବସରେ ସ୍ଥାନୀୟ ମନାବନ୍ଧ (ଜଳାଶୟ)ରେ ରାଧାକୃଷ୍ଣଙ୍କ ନାବକେଳି ଦୃଶ୍ୟାଭିନୟ ଅଭିନୀତ ହୋଇଯାଇଛି। ଏକ ଶୋଭାଯାତ୍ରାରେ ରାଧାକୃଷ୍ଣ ମନାବନ୍ଧରେ...

ଅଳିଆ ଗନ୍ଧରେ ଫାଟୁଛି ସିମନବାଡି: ପଥଚାରୀ ଅସନ୍ତୁଷ୍ଟ

ଦାରିଙ୍ଗବାଡି,୯।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଅଞ୍ଚଳରେ ଲୋକଙ୍କ ସୁବିଧା ଓ ପଥଚାରୀଙ୍କ ବିଶ୍ରାମ ପାଇଁ ପଞ୍ଚାୟତ ପକ୍ଷରୁ ଏବେ ପଦକ୍ଷେପ ନିଆଯାଇଛି...

ସ୍ବାମୀ ସାଜିଲେ ସଇତାନ: ସାମାନ୍ୟ କଥାରେ ଗର୍ଭବତୀ ସ୍ତ୍ରୀଙ୍କ ବେକକୁ ଧାନକଟା ଦା’ରେ କାଟିଦେଲେ…

ପାତ୍ରପୁର, ୯ା୧(ଉମା ଚରଣ ନେପାକ)- ଜରଡା ଥାନା ସାମନ୍ତିଆପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ମୁଣ୍ଡକେରି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି l ସାମାନ୍ୟ କଥାକୁ...

ଥରାଉଛି ଶୀତ: ସନ୍ଧ୍ୟା ହେଲେ ଘରୁ ବାହାରିବା ହେଉଛି ମୁସ୍କିଲ

ରାଇକିଆ,୯।୨(ପ୍ରଦୀପ ବେହେରା): ବିଳମ୍ବରେ ହେଲେ ମଧ୍ୟ କନ୍ଧମାଳ ଜିଲାରେ ଶୀତର ପ୍ରଭାବ ଦେଖାଇବା ଆରମ୍ଭ କରିଛି । ଗତ କିଛି ଦିନ ହେଲା ତାପମାତ୍ରା ଖସୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri