ବେତଡ଼ା ଦୃଷ୍ଟିହୀନ ସ୍କୁଲ ପରିଦର୍ଶନ କଲେ ଜିଲାପାଳ

ଭଦ୍ରକ ଅଫିସ,୨୬।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ ଶନିବାର ଆରଏନ୍‌ ବେତଡ଼ାସ୍ଥିତ ଅଭିନ୍ନ ସୁନ୍ଦର ଦୃଷ୍ଟିହୀନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ଜିଲାପାଳ ସେଠାରେ ସକାଳୁ ପହଞ୍ଚି ଅନ୍ତେବାସୀଙ୍କ ସହ କିଛି ସମୟ କାଟି ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଛନ୍ତି।