ବ୍ରହ୍ମପୁର ବିଧାନସଭାରେ ବିଜେଡି ଆଗୁଆ

ବ୍ରହ୍ମପୁର ଅଫିସ,୨୩ା୫- ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ବିକ୍ରମ ପଣ୍ଡାଙ୍କୁ ୩ ହଜାର ୬୯୪ ଭୋଟ ମିଳିଛି। ତାଙ୍କ ପଛକୁ ରହିଛନ୍ତି ଭାଜପାର କାହ୍ନୁଚରଣ ପତି। ତାଙ୍କୁ ମିଳିଛି ୧୫୨୭ଖଣ୍ଡ ଭୋଟ। କଂଗ୍ରେସର ଲିଙ୍ଗରାଜ ଚୌଧୁରୀଙ୍କୁ ମାତ୍ର ୨୩୪ ଖଣ୍ଡ ଭୋଟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକ ଦିବସ ପାଳନ ନେଇ ବିଭିନ୍ନ ସଂଗଠନ ପକ୍ଷରୁ ଆଲୋଚନା

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ମେ’ ୧ରେ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି...

କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଚୋରି: ସିସିଟିଭି ରୁ ….

ଭଞ୍ଜନଗର,୨୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅର୍ନ୍ତଗତ କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଶୁକ୍ରବାର ରାତିରେ ଚୋରି ହୋଇଛି। ଦେବୀଙ୍କ ୩୫ ଟି ରୂପା ଆଖି,...

୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମଶରେ ଘଟିଛି ଲଜ୍ଜାଜନକ ତଥା ହୃଦୟ ବିଦାରକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା...

ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା: ଦୃଷ୍ଟାନ୍ତମୂଳକ କାର୍ଯ୍ୟନୁଷ୍ଠାନ ନେବାକୁ ଦାବି

ଭଞ୍ଜନଗର,୨୬।୪(ବାବୁଲା ପ୍ରଧାନ): ଜମ୍ମୁ କଶ୍ମୀରର ପହଲଗାମଠାରେ ଆତଙ୍କବାଦୀମାନେ ଅତି ନିର୍ମମ ଭାବେ ୨୬ ଜଣ ପର୍ଯ୍ୟଟକଙ୍କୁ ହତ୍ୟା କରିଥିଲେ। ଏବେବି ଅନେକ ଆହତ ସେନା ହସ୍ପିଟାଲରେ...

କାମୁଡ଼ିଦେଲା ପୋଷା କୁକୁର, ଦୁଇ ପରିବାର ଭିତରେ ମାର୍‌ପିଟ୍‌ ହୋଇ ୫ ଆହତ

ଖଲ୍ଲିକୋଟ,୨୫।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଓଡ଼ିଆ ଆଲପୁର ଗ୍ରାମରେ ପୋଷା କୁକୁର କାମୁଡିବାକୁ ନେଇ ଦୁଇ ପରିବାର ମଧ୍ୟରେ ମାରପିଟ...

ବନ୍ଦଘରୁ ମିଳିଲା ଯୁବକଙ୍କ ମୃତଦେହ

ଦିଗପହଣ୍ଡି,୨୫।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହସପୁର ପଞ୍ଚାୟତ ହାଟପଦା ଗ୍ରାମର ବନ୍ଦଥିବା ଘରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଶୁକ୍ରବାର...

ଖଲ୍ଲିକୋଟ ସହରରେ ମାତିଛନ୍ତି ଚୋର: ୧୫ ଦିନରେ ୭ ଘରୁ ନେଇଗଲେଣି ଲକ୍ଷାଧିକ ଟଙ୍କା, ସୁନାଗହଣା

ଖଲ୍ଲିକୋଟ,୨୫ା୪ (ପ୍ରଶାନ୍ତ କୁମାର ମିଶ୍ର):ଖଲ୍ଲିକୋଟ ଥାନା ଅଞ୍ଚଳରେ ଦିନକୁ ଦିନ ବଢ଼ି ଚାଲିଛି ଚୋରି ଘଟଣା। ପ୍ରତି ରାତିରେ ଏବେ ଚୋରି ହେଉଛି। ବୁଧବାର ରାତିରେ...

ନବନିର୍ମିତ ପାର୍କ: ପୂର୍ବରୁ ଉଦ୍‌ଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ଆଉ ଏବେ ବିଧାୟକ

ଦିଗପହଣ୍ଡି,୨୫।୪(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମ୍ବାରି ଗାଁ ନିକଟ ଘୋଡାହାଡ ଡ୍ୟାମର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉନ୍ନତିକରଣ ପ୍ରକଳ୍ପ ଓ ଜଳସମ୍ପଦ ବିଭାଗ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image