Categories: ଜାତୀୟ

ବ୍ରିଟେନ୍‌, ଇୟୁ, ତୁର୍କୀ ଯାତ୍ରୀଙ୍କୁ ଭାରତ ମନା

ନୂଆଦିଲ୍ଲୀ,୧୭।୩:କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସରକାର ବିଦେଶୀ ଯାତ୍ରୀଙ୍କ ଆଗମନ ଉପରେ ସୋମବାର ଅଧିକ କଟକଣା ଲଗାଇଛନ୍ତି। ମାର୍ଚ୍ଚ ୧୮ରୁ ୩୧ ପର୍ଯ୍ୟନ୍ତ ୟୁରୋପୀୟ ସଂଘ (ଇୟୁ), ବ୍ରିଟେନ୍‌ ଏବଂ ତୁର୍କୀର ଯାତ୍ରୀଙ୍କ ଭାରତ ଆଗମନ ଉପରେ ନିଷିଦ୍ଧାଦେଶ ଜାରି କରାଯାଇଛି। ୟୁଏଇ, କାତାର, ଓମାନ, କୁଏଟ୍‌ରୁ କିମ୍ବା ଏହି ଦେଶ ଦେଇ ଆସିଥିବା ଯାତ୍ରୀଙ୍କୁ ୧୪ ଦିନ ବାଧ୍ୟତାମୂଳକ କ୍ୱାରାଣ୍ଟାଇନରେ ରହିବାକୁ ହେବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

Share