ଭଉଣୀଙ୍କୁ ଶାଶୁଘରେ ଛାଡ଼ି ଫେରିବାବେଳେ ଦୁର୍ଘଟଣା : ଭାଇଙ୍କ ଜୀବନଗଲା

ହାଟଡ଼ିହୀ,୧୦।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୁଲଣ ପଞ୍ଚାୟତ ଆବୁଲପୁରା ଗ୍ରାମର ବିନୋଦ ଦାସଙ୍କ ପୁଅ ଘନଶ୍ୟାମ(୨୫)ଙ୍କ ଶନିବାର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଘନଶ୍ୟାମ ଭଉଣୀଙ୍କୁ ଶାଶୁଘରେ ଛାଡ଼ିବାକୁ ଭଦ୍ରକ ଜିଲା ନିଚିବନ୍ଧା ଗ୍ରାମକୁ ନେଇଥିଲେ । ତେବେ ସେଠାରୁ ଫେରିବା ବେଳେ ଏକ ହାଇୱା ତାଙ୍କୁ ନଳାଙ୍ଗ ନିକଟରେ ଧକ୍କା ଦେଇଥିଲା ା ଗୁରୁତର ଅବସ୍ଥାରେ ତାଙ୍କୁ ଭଦ୍ରକ ଓ ପରେ କଟକ ନିଆଯାଉଥିବା ବେଳେ ରାସ୍ତାରେ ତାଙ୍କର ଜୀବନ ଚାଲିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ ବେଳେ ପୋଲିସକୁ ଗୁଳି, ୮ ଗିରଫ

ଜୟପୁର,୨୬।୩(ପବନ ପାଣିଗ୍ରାହୀ): ଗଞ୍ଜେଇ ଚାଲାଣ ବେଳେ ଜୟପୁର ସଦର ପୋଲିସ କଞ୍ଜେଇ ମାଳିଗୁଡା ରାସ୍ତାରେ ମଙ୍ଗଳବାର ଚଢ଼ାଉକରି ୮ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ...

ବିଷ ପିଇ ଆତ୍ମହତ୍ୟାକଲେ ପ୍ରେମୀଯୁଗଳ

ରାୟଗଡ଼ା,୨୬।୩(ଆଶିଷ ରଞ୍ଜନ ପଣ୍ଡା): ପରକୀୟା ପ୍ରୀତି ଧରାପଡ଼ିବା ପରେ ଲୋକଲଜ୍ଜା ଭୟରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମକରି ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି ପ୍ରେମୀଯୁଗଳ।...

ମନମୁଖୀ କାର୍ଯ୍ୟକଳାପ: ପଦ ହରାଇବେ ସରପଞ୍ଚ

ଥୁଆମୂଳ ରାମପୁର,୨୬।୪(ଦୁର୍ଗା କୀର୍ତ୍ତି):-କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ପାଡେ ପଦର ଗ୍ରାମ ପଞ୍ଚାୟତର ସରପଞ୍ଚଙ୍କ ମନମୁଖୀ କାର୍ଯ୍ୟକଳାପରେ ଅସନ୍ତୋଷ ପ୍ରକାଶ କରି ସରପଞ୍ଚଙ୍କ...

ବେଆଇନ ବାଲି ଚାଲାଣବେଳେ ପୋଲିସ ଉପରେ ଆକ୍ରମଣ: ଜଣେ ଗୁରୁତର

ଆନନ୍ଦପୁର/ଛେନାପଦି,୨୬।୪(ସୁଶାନ୍ତ କୁମାର ସାହୁ/ନିରାକାର ପରିଡା): ନନ୍ଦିପଦା ଥାନା ଅଧିନ ଜମ୍ଭରା ବାଲିପଦା ନିକଟରେ ପ୍ରବାହିତ ବୈତରଣୀ ନଦୀରୁ ଦୀର୍ଘଦିନ ଧରି ବେଆଇନ ବାଲିଉଠାଣ ହୋଇଆସୁଥିଲା ବେଳେ...

୪୮ କେଜି ଗଞ୍ଜେଇ, ୨ ବାଇକ ଜବତ: ଦୁଇ ଭାଇ ଗିରଫ

ଦେବଗଡ ,୨୬।୩(ଶଶାଙ୍କ ଶେଖର ଝାଙ୍କର):କୁଣ୍ଢେଇଗୋଳା ଥାନା ଚଡେଇମରା ପଞ୍ଚାୟତ ତୁଙ୍ଗାମାଳ ରାସ୍ତା ଦେଇ ଗଞ୍ଜେଇ ଚୋରାଚାଲାଣ ହେଉଥିବାବେଳେ ନୂଆପାଟଣା ପୋଲ ନିକଟରେ ପୋଲିସ ଚଢାଉ କରି...

ଏବେ ବି ବଞ୍ଚିଛି ଜାତିପ୍ରଥା: ଭୋଜି, ୩ ହଜାର ଟଙ୍କା ଦେଇ ଜାତିରେ ମିଶିଲେ ମହିଳା

ନବରଙ୍ଗପୁର,୨୬।୩(ସଦାଶିବ ପ୍ରହରାଜ):ନବରଙ୍ଗପୁରରେ ଏବେ ବି ବଞ୍ଚତ୍ରହିଛି ଜାତିପ୍ରଥା। ଅନ୍ୟତ୍ର ବିବାହ କରିବା ପରେ ଜାତିରୁ ବାହାର କରିଦିଆଯାଉଛି। ନିକଟରେ ନବରଙ୍ଗପୁର ପୂର୍ବତନ ଏମ୍‌ପି ପ୍ରଦୀପ ମାଝୀ...

ଆଧାର ବାଧକ: ସରକାରୀ ଯୋଜନାରୁ ବଞ୍ଚିତ ପରିବାର

ଥୁଆମୂଳ ରାମପୁର,୨୬ା୩ (ଦୁର୍ଗା କୀର୍ତ୍ତି):ବର୍ତ୍ତମାନ କୌଣସି ସରକାରୀ ଯୋଜନାର ଲାଭ ପାଇବାକୁ ହେଲେ ଆଧାର କାର୍ଡକୁ ମୁଖ୍ୟ ପ୍ରମାଣପତ୍ର ଭାବେ ଗ୍ରହଣ କରାଯାଉଛି। ଏପରି କି...

ତେଲଙ୍ଗାନାରୁ ଫେରିଲା ଦାଦନଙ୍କ ମୃତଦେହ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ନାଗେନପାଲି ଗ୍ରାମର ଜଣେ ମହିଳା ହୀରା ମୁଣ୍ଡା (୪୦)ଦାଦନ ଖଟିବାକୁ ତେଲଙ୍ଗାନା ରାଜ୍ୟକୁ ଯାଇ ସେଠାରୁ ଶବ ହୋଇ ଘରକୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image