Advertisement

ଭଞ୍ଜନଗରରେ ବିଜେଡି ଆଗୁଆ

ଭଞ୍ଜନଗର,୨୩।୫(ଡି.ଏନ୍‌.ଏ.)- ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ପ୍ରଥମ ରାଉଣ୍ଡ ଗଣତି ଶେଷ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପ୍ରଦ୍ୟୁମ୍ନ ନାୟକଙ୍କ ଠାରୁ ୪୨୩ ଭୋଟରେ ଆଗୁଆ ଅଛନ୍ତି। ସେହିପରି ସୋରଡା ନିର୍ବାନ ମଣ୍ଡଳୀରେ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ମଧ୍ୟ ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ଆଗୁଆ ରହିଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share