ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ

ଭଦ୍ରକ ଅଫିସ, ୧୫ା୪: ଭଦ୍ରକ ଜିଲାରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ପୁରୁଣାବଜାର ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଥିଲା। ଏହି ଅଞ୍ଚଳରୁ କଟକଣା ବୁଧବାର ହଟାଇ ଦିଆଯାଇଥିଲେ ମଧ୍ୟ ଲକ୍‌ଡାଉନ ଜାରି ରହିବ ବୋଲି ବୁଧବାର ଜିଲାପାଳ ଜ୍ଞାନରଞ୍ଜନ ଦାସ ଟୁଇଟ୍‌ ଯୋଗ ସୂଚନା ଦେଇଛନ୍ତି।

Share