ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୪୬ରେ ପହଞ୍ଚିଲା

ଭଦ୍ରକ ଅଫିସ,୧୫ା୫: ଶୁକ୍ରବାର ଭଦ୍ରକରେ ଆଉ ୬ ଜଣ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୬ ଛୁଇଁଛି। ଚି଼ହ୍ନଟ ହୋଇଥିବା ଆକ୍ରାନ୍ତମାନେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ। ସମସ୍ତେ କୋଲକାତା ଫେରନ୍ତା ବୋଲି ଜଣାପଡ଼ିଛି।