ଭଦ୍ରକରେ ଖୋଲିଲା ବହିଦୋକାନ, ଲମ୍ବା ଧାଡ଼ିରେ ଅଭିଭାବକ

ଭଦ୍ରକ ଅଫିସ,୧୯।୪: ରବିବାର ଭଦ୍ରକରେ ପ୍ରଥମ କରି ବହିଦୋକାନ ଖୋଲିଛ। ସକାଳ ୬ରୁ ଅଭିଭାବକମାନେ ଲମ୍ବା ଧାଡିରେ ରହି ବହି ଓ ଖାତା କିଣୁଥିବା ଦେଖିବାକୁ ମିଳିଛି। ଅଧିକାଂଶ ଦୋକାନୀ ଖାତା କିଣିଲେ ବହି ଦେଉଥିବା ଦେଖିବାକୁ ମିଳିଛି, ଏପରିକି ଅଧିକାଂଶ ଦୋକାନ ରେ ବହି ଷ୍ଟକ ନଥିବା କହିଛନ୍ତି, ଦୀର୍ଘ ଦିନ ଧରି ବଜାର ବନ୍ଦ ରହିଥିବାରୁ ସେମାନଙ୍କ ପାଖରେ ଷ୍ଟକ ନଥିବା ଜଣାପଡିଛି।

Share