ଭଦ୍ରକରେ ୧୨୦ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧ା୬: ସୋମବାର ଜିଲାରୁ ୭ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଜିଲାରେ ଏବେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨୦ ଛୁଇଁଛି। ଏମାନଙ୍କ ମଧ୍ୟରୁ କିଛି କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚି଼ହ୍ନଟ ହୋଇଥିବା ବେଳେ ଅନ୍ୟ କିଛି ଗାଁରୁ ଚି଼ହ୍ନଟ ହୋଇଥିବା ଜଣାପଡ଼ିଛି।