ଭଦ୍ରକ ବିଧାନସଭା କ୍ଷେତ୍ରରେ ବିଜେଡି ଆଗୁଆ

ଭଦ୍ରକ ଅଫିସ,୨୩।୫: ଭଦ୍ରକ ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରଥମ ରାଉଣ୍ଡରେ ୧୭୦୬ ଭୋଟରେ ଆଗୁଆ ଥିବା ଜଣାପଡିଛି l ପ୍ରଥମ ରାଉଣ୍ଡରେ ବିଜେଡି ୪୩୪୨ ଭୋଟ ପାଇଥିବା ବେଳେ ଭାଜପା ୨୬୩୬ଭୋଟ ପାଇଥିବା ଜଣାପଡ଼ିଛି। ସେହିପରି କଂଗ୍ରେସ ପାଖକୁ ୫୩୩ ଭୋଟ ପାଇଥିବା ଜଣାପଡିଛି l

Share