Categories: ଜାତୀୟ

ଭାଜପାରେ ଯୋଗଦେଲେ ରାଜସ୍ଥାନର ପୂର୍ବତନ ରାଜ୍ୟପାଳ

ଲକ୍ଷ୍ନୌ,୯।୯: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ରାଜସ୍ଥାନର ରାଜ୍ୟପାଳ ଭାବେ ତାଙ୍କର କାର୍ଯ୍ୟକାଳ ପୂରଣ ହେବା ପରେ ସେ ପୁଣିଥରେ ଭାଜପାରେ ଯୋଗ ଦେଇଛନ୍ତି। ସ୍ବତନ୍ତ୍ର ଦେବ ସିଂଙ୍କ ଉପସ୍ଥିତିରେ ୮୭ ବର୍ଷୀୟ କଲ୍ୟାଣ ସିଂ ଭାଜପାରେ ଯୋଗ ଦେଇଛନ୍ତି।

Share