Categories: ଜାତୀୟ

ଭାଜପାର ନୂଆ ରଣନୀତି: ଫଡ଼ନବିସ ମୁଖ୍ୟମନ୍ତ୍ରୀ; ଅଜିତ୍‌ ପାଓ୍ବାର ଉପମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଜାରି ରହିଥିବା କଳ୍ପନାଜଳ୍ପନାର ଶେଷରେ ଅନ୍ତ ଘଟିଛି। ଶନିବାର ପୂର୍ବାହ୍ନ ୮ଟା ୧୫ରେ ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡ଼ନବିସ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ଏନ୍‌ସିପିର ଅଜିତ୍‌ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଭାଜପା-ଏନ୍‌ସିପି ମେଣ୍ଟ ରାଜ୍ୟରେ ଶାସନ ଡୋର ଧରିଛି। ମହାରାଷ୍ଟ୍ରରେ ହୋଇଥିବା କ୍ଷମତା ଦଖଲ ଡ୍ରାମାକୁ ନେଇ ଏବେ ଚର୍ଚ୍ଚା ଜାରି ରହିଛି।

Share