Categories: ଜାତୀୟ

ଭାଜପାର ବିପୁଳ ବିଜୟ: ସବ୍‌ କା ସାଥ୍‌; ସବ୍‌ କା ବିକାଶ; ସବ୍‌ କା ବିଶ୍ୱାସ କହିଲେ ମୋଦି

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପୁଣିଥରେ ପ୍ରଧାନମନ୍ତୀ ନରେନ୍ଦ୍ର ମୋଦିଙ୍କ ମ୍ୟାଜିକ୍‌ କାମ କରିଛି। ଭାଜପାର ବିପୁଳ ବିଜୟରେ ମୋଦି କହିଛନ୍ତି ଏହା ସବ୍‌ କା ସାଥ୍‌; ସବ୍‌ କା ବିକାଶ; ସବ୍‌ କା ବିଶ୍ୱାସ ଯୋଗୁ ସମ୍ଭବ ହୋଇପାରିଛି। ସୂଚନାଯୋଗ୍ୟ, ଚଳିତ ନିର୍ବାଚନରେ ଭାଜପା ୩ଶହରୁ ଅଧିକ ଆସନରେ ବିଜୟ ହେବାର ସମ୍ଭାବନା ଥିବାବେଳେ କଂଗ୍ରେସ ବହୁ ପଛରେ ପଡ଼ିଯାଇଛି। ସେହିପରି ଅନ୍ୟଦଳ ଗୁଡ଼ିକର ସ୍ଥିିତି ଖରାପ ରହିଛି।

Share