ଭାଜପା ଛାଡ଼ିଲେ ଅଶୋକ ପାଣିଗ୍ରାହୀ

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ବିଜେପୁରର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ବିଧାୟକ ଅଶୋକ ପାଣିଗ୍ରାହୀ ଶନିବାର ଦଳରୁ ଇସ୍ତଫା ଦେଇଛନ୍ତି। ଅଶୋକ ୨୦୧୮ ଉପନିର୍ବାଚନରେ ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଥିଲେ। ତେବେ ଦଳ ପକ୍ଷରୁ ତାଙ୍କୁ ଅଣଦେଖା କରାଯାଉଥିବାରୁ ସେ ଇସ୍ତଫା ଦେଇଥିବା ଗଣମାଧ୍ୟମକୁ କହିଛନ୍ତି।

Share