Categories: ଜାତୀୟ

ଭାଜପା ପାର୍‌ କଲା ୩ଶହ ମାଇଲ୍‌ ଖୁଣ୍ଟ: ୩୨୯ ଆସନରେ ଆଗୁଆ

ନୂଆଦିଲ୍ଲୀ,୨୩।୫: ଭାଜପା ୩ଶହ ମାଇଲ୍‌ ଖୁଣ୍ଟ ଅତିକ୍ରମ କରିଛି। ସକାଳ ସାଢ଼େ ୧୦ଟା ସୁଦ୍ଧା ୫୪୨ ଲୋକ ସଭା ଆସନ ମଧ୍ୟରୁ ଗଣତି ହୋଇଥିବା ୫୩୭ ଆସନ ମଧ୍ୟରୁ ଭାଜପା ୩ଶହ ୨୯ରେ ଆଗୁଆ ରହିଛି। କଂଗ୍ରେସ ଶହେ ୬ ଏବଂ ଅନ୍ୟ ଦଳ ଶହେ ୨ ଆସନରେ ଆଗୁଆ ରହିଛନ୍ତି। ଦଳର ସଫଳତା ପାଇଁ ଭାଜପାକର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି।

Share