Categories: ଜାତୀୟ

ଭାଜପା ୧୬୫ ଏବଂ କଂଗ୍ରେସ ୮୬ରେ ଆଗୁଆ

ନୂଆଦିଲ୍ଲୀ, ୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ସକାଳ ୮ଟା ୪୫ ସୁଦ୍ଧା ଭାଜପା ୧୬୫ ଟି ଆସନରେ ଆଗୁଆ ରହିଥିବାବେଳେ କଂଗ୍ରେସ ୮୬ରେ ଆଗରେ ରହିଛି। ସେହିପରି ଅନ୍ୟ ଦଳ ୪୫ଟି ଲୋକ ସଭା ଆସନରେ ଆଗୁଆ ରହିଛନ୍ତି।

Share