ଭାରତକୁ ପ୍ରାରମ୍ଭିକ ଝଟ୍‌କା

ମାଞ୍ଚେଷ୍ଟର,୧୦।୭- ୨୪୦ ରନ୍‌ ବିଜୟ ଲକ୍ଷ୍ୟର ପିଛା କରୁଥିବା ଭାରତୀୟ ଦଳକୁ ପ୍ରାରମ୍ଭିକ ଝଟ୍‌କା ଲାଗିଛି। ଫୁଲ ଫର୍ମରେ ଥିବା ରୋହିତ ଶର୍ମା ମାତ୍ର ୧ ରନ୍‌ ଆଉଟ୍‌ ହୋଇଛନ୍ତି। ମ୍ୟାଟ ହେନ୍‌ରୀଙ୍କ ବଲରେ ରୋହିତ ଉଇକେଟକିପର ଟମ ଲଥାମଙ୍କ ହାତରେ କ୍ୟାଚ୍‌ ହୋଇଥିଲେ।

Share