ଭାରତର ରେଟିଂ ଉପରେ ଚାପ ଆସିପାରେ

ନୂଆଦିଲ୍ଲୀ,୨୯।୪: ଭାରତର ସୋଭରେନ ରେଟିଂ ଉପରେ ଚଳିତ ବର୍ଷ ଚାପ ଆସିପାରେ। ଭାରତ ଚଳିତ ବର୍ଷ ନିମ୍ନ ଅଭିବୃଦ୍ଧି ହାସଲ କରିବ ବୋଲି ଆକଳନ କରାଯାଇଛି। ଏହାଦ୍ୱାରା ଦେଶର ବିତ୍ତୀୟ ପରିଦୃଶ୍ୟ ଖରାପ ହେବା ନେଇ ଆଶଙ୍କା ଉପୁଜିଛି। ବିତ୍ତୀୟ ଶୃଙ୍ଖଳା ବିଗିଡ଼ିଲେ ଏହା ଭାରତର ରେଟିଂ ଉପରେ ଅଧିକ ଚାପ ପକାଇବ ବୋଲି ଫିଚ୍‌ ରେଟିଂ ପକ୍ଷରୁ କୁହାଯାଇଛି। କରୋନା ନିୟନ୍ତ୍ରଣକୁ ଆସିଲେ ସରକାର ବିତ୍ତୀୟ ଧାରାକୁ ପୁଣି ଥରେ ବ୍ୟବସ୍ଥିତ କରିବେ ବୋଲି ଏହା କହିଛି। ୨୦୧୯ ଡିସେମ୍ବରରେ ଏହା ଭାରତର ରେଟିଂକୁ ବିବିବି- କରିଥିଲା। ଆର୍ଥତ୍କ ବର୍ଷ ୨୦୨୧ରେ ଭାରତର ବିକାଶ ହାର ୦.୮% ରହିବ ବୋଲି ଏହି ଏଜେନ୍ସି ଆକଳନ କରିଛି। ଭାରତର ଅଭିବୃଦ୍ଧି ହାର ୫.୬% ରହିବ ବୋଲି ଏହା ପୂର୍ବରୁ ଅନୁମାନ କରିଥିବା ବେଳେ କରୋନା ପାଇଁ ଏହାକୁ ହ୍ରାସ କରିଛି। ୨୦୨୨ରେ ଭାରତର ଅଭିବୃଦ୍ଧି ହାର ୬.୭% ରହିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜୁକି ଇଣ୍ଡିଆର ମାଇଲେଜ ରାଲି

ଭୁବନେଶ୍ୱର,୨୫।୧୧ (ଅଭୟ ଦାଶ): ସୁଜୁକି ମୋଟରସାଇକେଲ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ମାଇଲେଜ ରାଲି’ ର ଶୁଭାରମ୍ଭ ସର୍ବଭାରତୀୟ ସ୍ତରରେ ଆରମ୍ଭ କରାଯାଇଛି।...

ବଜାରରେ ରୟାଲ ଏନ୍‌ଫିଲ୍ଡର ଗୁଆନ କ୍ଲାସିକ ୩୫୦

ଭୁବନେଶ୍ୱର,୨୫।୧୧: ଦେଶର ପ୍ରମୁଖ ପ୍ରିମିୟମ୍‌ ବୁଲେଟ୍‌ ବ୍ରାଣ୍ଡ ତଥା ରୟାଲ ଏନ୍‌ଫିଲ୍ଡର ଅଲ ନ୍ୟୁ ଗୁଆନ କ୍ଲାସିକ ୩୫୦’ର ସର୍ବଭାରତୀୟ ଅନାବରଣ ଉତ୍ସବ ସହ ବଜାର...

ବଜାରରେ ଜେସିବିର ନୂତନ ଉତ୍ପାଦ

ଭୁବନେଶ୍ୱର, ୨୩।୧୧: ଜେସିବି ଇଣ୍ଡିଆ ଲିମିଟେଡ୍‌ର ନୂତନ ଉତ୍ପାଦ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଫୁଏଲ ମାଷ୍ଟର ଜେସିବି ନେଷ୍ଟ ୨୧୫ ଏଲ୍‌ସି ଏକ୍ସାଭେଟର’ର ଅନାବରଣ...

ଡ୍ରିମ୍‌ସ ଅଧ୍ୟକ୍ଷଙ୍କୁ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ

ଭୁବନେଶ୍ୱର,୨୩।୧୧ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍‌ସ ଗ୍ରୁପ୍‌ ଏବଂ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ବିଶିଷ୍ଠ ଉଦ୍ୟୋଗପତି ଡ.ପ୍ରମୋଦ...

ଶେଷ ଦିନରେ ନିବେଶକ ଯୋଡ଼ିଲେ ୭ ଲକ୍ଷ କୋଟି

ମୁମ୍ବାଇ,୨୩।୧୧: ଅନ୍ତରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ମଧ୍ୟରେ ଭାରତୀୟ ପୁଞ୍ଜି ବଜାର କାରବାର ବେଶ ଉତ୍ସାହଜନକ ରହିଛି। ଏପରିକି ଘରୋଇ ଶେୟାର ବଜାରର ନିବେଶକ...

ଜାନୁଆରୀ ୧ରୁ ବଦଳିଯିବ ଟେଲିକମର ଏହି ନିୟମ, Jio, Airtel, BSNL, Vi ଉପରେ ପଡ଼ିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୧: ସରକାର ଟେଲିକମ ନିୟମରେ ସମୟ ସମୟରେ ପରିବର୍ତ୍ତନ କରନ୍ତି। ଟେଲିକମ ଆକ୍ଟରେ କିଛି ନିୟମ ଯୋଡା ଯାଇଥିଲା, ଯାହାକୁ ସମସ୍ତ ରାଜ୍ୟ ମଧ୍ୟ ପାଳନ...

ଜୋମାଟୋରେ ନିଯୁକ୍ତି ସୁଯୋଗ: ୨୦ ଲକ୍ଷ ଦେଇ ବର୍ଷେ ମାଗଣା କାମ, ଦ୍ୱିତୀୟ ବର୍ଷରେ କମ୍ପାନୀ ଦେବ ଏତେ…

ନୂଆଦିଲ୍ଲୀ,୨୧।୧୧: ଅନଲାଇନ ଖାଦ୍ୟ ବିତରଣ ଆପ ଜୋମାଟୋରେ ବଡ ନିଯୁକ୍ତି ବାହାରିଛି। ଜୋମାଟୋ ସିଇଓ ଦୀପିନ୍ଦର ଗୋୟଲ ନିଜେ ଏହି ବିଷୟରେ ଏକ୍ସରେ ସୂଚନା ଦେଇଛନ୍ତି।...

ଆମେରିକାର ଅଭିଯୋଗ ଆଣିବାର କେଇ ମିନିଟ୍‌ ମଧ୍ୟରେ ବୁଡିଲା ଆଦାନୀଙ୍କ ଶେୟାର, ୨.୨୪ ଲକ୍ଷ କୋଟି ଟଙ୍କାର କ୍ଷତି…

ନୂଆଦିଲ୍ଲୀ,୨୧।୧୧: ଭାରତୀୟ ଶିଳ୍ପପତି ଗୌତମ ଆଦାନୀଙ୍କୁ ଲାଗିଛି ଆଜି ସକାଳୁ ସକାଳୁ ଲାଗିଛି ବଡ଼ ଝଟ୍‌କା। ଆମେରିକାରେ ଅଭିଯୋଗ ଆଣିଛି କି, ସେ ତାଙ୍କ କମ୍ପାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri