Categories: ଜାତୀୟ

ଭାରତ-ବାଲାଂଦେଶ ସୀମାରେ ଭୂକମ୍ପ ଅନୁଭୂତ

ନୂଆଦିଲ୍ଲୀ,୩।୬:ଭାରତ-ବାଲାଂଦେଶ ସୀମାରେ ବୁଧବାର ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂମିକମ୍ପ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ସକାଳ ୭.୧୦ ମିନିଟ୍‌ରେ ଭୂକମ୍ପ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୨ ଥିଲା। ବାଂଲାଦେଶର ଢାକା ନିକଟବର୍ତ୍ତୀ ନେଟ୍ରାକୋନାରେ ଭୂକମ୍ପ କେନ୍ଦ୍ରସ୍ଥଳ ବୋଲି ଜଣାପଡିଛି।

Share