ଭାଲୁ ଆକ୍ରମଣରେ ବୃଦ୍ଧା ଗୁରୁତର: ପ୍ରଶାସନିକ ସହାୟତା ଯୋଗାଇ ଦେବାକୁ ଦାବି

ଭବାନୀପାଟଣା,୨୨।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ଡେଙ୍ଗାଗୁଡ଼ା ଗ୍ରାମର ଜଣେ ବୃଦ୍ଧା ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ସୁରେଫା ବାଗ(୬୦) । ସେ ଶୌଚ ପାଇଁ ଘର ନିକଟରେ ଥିବା ରାସ୍ତା କଡ଼କୁ ଯାଇଥିବା ସମୟରେ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି କୋକସରା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରୁ ତାଙ୍କୁ ଭବାନୀପାଟଣା ମୁଖ୍ୟଚିକିତ୍ସାଳୟକୁ  ସ୍ଥାନାନ୍ତର କରାଯାଇଛି। ସୁରେଫା ଗରିବ ଶ୍ରେଣୀର ହୋଇଥିବାରୁ ତାଙ୍କୁ ପ୍ରଶାସନ ପକ୍ଷରୁ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା...

ଛୁଟି ପରେ ଖୋଲିଲା ସ୍କୁଲ: ହେଲେ ୫ଦିନ ହେଲା ଜାରିରହିଛି ଧାରଣା, ରାସ୍ତାରେ ବସିଲେ ଛାତ୍ରୀଛାତ୍ର

କେସିଙ୍ଗା,୧୮ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି(କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରାଇଦେବୁ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ଜେଲ୍‌ ଯିବୁ ପଛେ ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ବିଦ୍ୟାଳୟରେ ପୂରାଇ ଦେବୁନି, ୪ ଦିନ ହେଲା ଚାଲିଛି ଧାରଣା

କେସିଙ୍ଗା,୧୭ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି (କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଜିଦ୍‌...

ନଦୀରେ ଗାଧୋଉଥିଲେ ଦୁଇ ଯୁବତୀ : ମାଡ଼ି ଆସିଲା ପାଣି

ଭବାନୀପାଟଣା/ନର୍ଲା,୧୫।୧୦ (ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ବିଲାଟ ଗ୍ରାମରୁ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ନିକଟିସ୍ଥ...

ବ୍ୟବସାୟଙ୍କଠାରୁ ଟଙ୍କା ଲୁଟିନେଲେ ୪ ୱେବ ଖବରଦାତା: ଧରିଲା ପୋଲିସ

ଭବାନୀପାଟଣା,୧୫।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପୋଲିସ ଜଣେ ବ୍ୟବସାୟୀଙ୍କଠାରୁ ଟଙ୍କା ଲୁଟ୍‌ ଘଟଣାରେ ୫ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ...

ଏକ ମୋବାଇଲ ଚୋରି ଖୋଲିଦେଲା ସବୁ ଗୁମର: ଧରାପଡ଼ିଲେ ପୁଣା ଗ୍ୟାଙ୍ଗ, ୩ କୋର୍ଟ ଚାଲାଣ

ଭବାନୀପାଟଣା,୧୪।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଏକ ମୋବାଇଲ ଚୋର ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ଏହି ଗ୍ୟାଙ୍ଗରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri