ଭିଜିଲାନ୍ସ ଜାଲରେ କପ୍ତିପଦା ନେସ୍କୋ କାର୍ଯ୍ୟାଳୟର ଯନ୍ତ୍ରୀ

କପ୍ତିପଦା,୧୩।୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ନେସ୍କୋ କାର୍ଯ୍ୟାଳୟର ଯନ୍ତ୍ରୀ ଇଂ. ଅଶ୍ୱନୀ କୁମାର ଦାସଅଧିକାରୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତେବେ ସେ ଗାଡ଼ିଭଡା ବାବଦକୁ ବିଲ୍‌ ମଞ୍ଜୁର କରାଇବାକୁ ୧୩ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର ଭିଜିଲାନ୍ସ ଟିମ୍‌ ଟଙ୍କା ଜବତ କରିଛନ୍ତି। ଘଟଣାର ଅଧିକ ତଦନ୍ତ ଚାଲିଛି।

Share