
ପୁରୀ ଅଫିସ୍,୧୫।୧୦: ପିପିଲି କୁଳସେଖର ପାଟଣା ଅଞ୍ଚଳର ଜିଆରଏସ ଲକ୍ଷ୍ମୀ ପ୍ରିୟା ସାହୁ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ବରାଗଡ଼ ଗ୍ରାମର ସିପୁ ସାଇଁଙ୍କଠାରୁ ବିଜୁ ପକ୍କାଘର ଯୋଜନାରେ ୨୦ ହାଜର ଟଙ୍କା ବୋନସ କରାଇଦେବା ପାଇଁ ୨ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ତାଙ୍କୁ ଧରିଥିଲା।
ପୁରୀ ଅଫିସ୍,୧୫।୧୦: ପିପିଲି କୁଳସେଖର ପାଟଣା ଅଞ୍ଚଳର ଜିଆରଏସ ଲକ୍ଷ୍ମୀ ପ୍ରିୟା ସାହୁ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ବରାଗଡ଼ ଗ୍ରାମର ସିପୁ ସାଇଁଙ୍କଠାରୁ ବିଜୁ ପକ୍କାଘର ଯୋଜନାରେ ୨୦ ହାଜର ଟଙ୍କା ବୋନସ କରାଇଦେବା ପାଇଁ ୨ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ତାଙ୍କୁ ଧରିଥିଲା।
ଆନନ୍ଦପୁର,୨୫ା୪(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ପୌରପରିଷଦ ୧ ନଂ ଆଉ ୨ ନଂ ଓ୍ବାର୍ଡର ଚାଷୀମାନେ ଶୁକ୍ରବାର ସକାଳ ୧୦.୩୦ରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିଜର...
ଭୁବନେଶ୍ୱର,୨୫।୪: ମୟୁରଭଞ୍ଜ ଜିଲାର ଶିମିଳିପାଳ ଅଭୟାରଣ୍ୟକୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିବା ପରେ ଆସିଛି ଆଉ ଏକ ଖୁସି ଖବର। ଶୁକ୍ରବାର ବନ୍ୟପ୍ରାଣୀ ପିସିସିଏଫ ପ୍ରେମ...
ପଦ୍ମପୁର,୨୫।୪(ପ୍ରଦୀପ୍ତ ଦାଶ):ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପଦ୍ମପୁର ତରଫରୁ କଶ୍ମୀରର ପହଲଗାମରେ ହେଇଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ନିନ୍ଦା କରିବା ସହ ପ୍ରାଣ ହରାଇଥିବା ପର୍ଯ୍ୟଟକଙ୍କୁ...
ବ୍ରହ୍ମପୁର,୨୫ା୪(ସୁବାସ ଚନ୍ଦ୍ର ପାଢ଼ୀ):ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଗୋପାଳ ଦାସଙ୍କ ପୁରୁଣା କଲ୍ ଡିଟେଲ ଖୋଲିଛି କ୍ରାଇମବ୍ରାଞ୍ଚ। ବୈଦ୍ୟନାଥପୁର ଥାନାରେ କ୍ରାଇମବ୍ରାଞ୍ଚର ତିନି...
କର୍ଲାମୁଣ୍ଡା,୨୫ା୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁରେ ଆଦିବାସୀ ସଂଘ ପକ୍ଷରୁ ଜନସମ୍ପର୍କ ଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଘ ସଭାପତି...
ବାସୁଦେବପୁର,୨୫।୪(ନାରାୟଣ ପ୍ରସାଦ ବାରିକ୍):ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ପୂର୍ବାହ୍ନରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ସହ ରାଶନ କାର୍ଡ ବଣ୍ଟନ କରାଯାଇଛି।...
ଭବାନୀପାଟଣା,୨୫ା୪(ଉତ୍ତମ କୁମାର ଦାଶ):ବଣପାହାଡ ଘେରା କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ସହରର ତାପମାତ୍ରା ଏବେ ୪୫...
ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ହମଲା ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ପକାଇଛି। ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ମୃତକଙ୍କ ଉଦ୍ଦେଶ୍ୟରେ...