ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୫ ବର୍ଷୀୟ ଏହି ଆକ୍ରାନ୍ତ ବ୍ୟକ୍ତି ଭୁବନେଶ୍ୱରର ମଧୁସୂଦନ ନଗରର ବୋଲି ସୂଚନା ମିଳିଛି। ଏ ନେଇ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚିତ କରାଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ରେ ପହଞ୍ଚିଛି।

Share