Advertisement

ଭୁବନେଶ୍ୱରର ଡ୍ରେନେଜ ବ୍ୟବସ୍ଥିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା

ଭୁବନେଶ୍ୱର,୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ଭୁବନେଶ୍ୱରରେ ଡ୍ରେନେଜ ବ୍ୟବସ୍ଥା ବ୍ୟବସ୍ଥିତ କରିବାକୁ ବୁଧବାର ଚିଠି ଲେଖି ସେ ଅନୁରୋଧ କରିଛନ୍ତି। ବିଭିନ୍ନ ସ୍ଥାନରେ ଜମୁଥିବା ପାଣିର ନିଷ୍କାସନ ବ୍ୟବସ୍ଥା ସେଥିରେ ଉଲ୍ଲେଖ ଥିବା ଜଣାପଡ଼ିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share