Categories: ଜାତୀୟ

ଭୁଶୁଡିଲା କୋଠା:୨ ମୃତ, ଅନେକ ଆହତ

ଅହମ୍ମଦାବାଦ୍‌,୨୦।୧୦: ଗୁଜରାଟର ଭଦୋଦରାରେ ଏକ ନିର୍ମାଣାଧୀନ କୋଠା ଭୁଶୁଡି ପଡିଛି। ଫଳରେ ୨ ଜଣଙ୍କ ମୃତ୍ୟୁ ହେବା ସହ ଅନେକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଦମକଳବାହିନୀ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଏବେ ବି କୋଠା ତଳେ ଅନେକ ଲୋକ ଫଶି ରହିଥିବା ଅନୁମାନ କରାଯାଉଛି। ସୂଚନାଯୋଗ୍ୟ, ଭଦୋଦରାର ଛାନି ଜକାତନାରେ ଏକ ଗୃହ ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି।

Share