ଭୂକମ୍ପରେ ଥରିଲା ଆଫଗାନିସ୍ତାନ

କାବୁଲ, ୧୬।୮: ଆଫଗାନିସ୍ତାନରେ ଶୁକ୍ରବାର ସକାଳ ୭.୩୯ରେ ଭୂକମ୍ପ ଝଟକା ଲାଗିଛି। ଭୂକମ୍ପର ତିବ୍ରତା ରିକ୍ଟର ସ୍କେଲରେ ୫.୧ ରହିଛି। ଏଥିରେ କୌଣସି ବ୍ୟକ୍ତିଙ୍କ ମୃତାହତ ଖବର ଆସିନାହିଁ। ତେବେ ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ହିନ୍ଦୁ କୁଶ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ଅଗଷ୍ଟ ୮ରେ ମଧ୍ୟ ଏଠାରେ ଭୂକମ୍ପ ଅନୁଭୂତ ହୋଇଥିଲା।

Share