Categories: ଜାତୀୟ

ଭେଣ୍ଟିଲେଟରରେ ଅଜିତ୍‌ ଯୋଗୀ

ରାୟପୁର,୯।୫: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ୍‌ ଯୋଗୀଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ହୃଦ୍‌ଘାତ ଯୋଗୁ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ରାୟପୁରର ଶ୍ରୀ ନାରାୟଣ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ଅବସ୍ଥା ଗୁରୁତର ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି।  ୭୪ ବର୍ଷ ବୟସ୍କ ଯୋଗୀ ୨୦୦୦ରୁ ୨୦୦୩ ପର୍ଯ୍ୟନ୍ତ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ।

Share