ଭୟଙ୍କର ହେଉଛି ଘୂର୍ଣ୍ଣିବଳୟ, ପ୍ରବଳ…

ବଙ୍ଗୋପସାଗରରେ ଆସନ୍ତା ୨୦ ତାରଖରେ ସୃଷ୍ଟି ହେବ ଘୂର୍ଣ୍ଣି ବଳୟ।। ଏହା ପୂର୍ବରୁ ଆଜି ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ବର୍ଷା ନେଇ ରାଜ୍ୟର ୧୪ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Share