ମଦ ଦୋକାନ ଉଚ୍ଛେଦ ଦାବି ଆନ୍ଦୋଳନରେ ବସିଥିବା ୬ ମହିଳା ଅସୁସ୍ଥ

ରାଜନଗର,୮।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର-ଭିତରକନିକା ମୁଖ୍ୟରାସ୍ତାର ଭିତରଗଡ଼ ପଞ୍ଚାୟତରେ ନୂତନ ଭାବେ ଖୋଲା ଯାଇଥିବା ବିଦେଶୀ ମଦ ଦୋକାନ ଉଚ୍ଛେଦ ଦାବିରେ ଭିତରଗଡ଼ ପଞ୍ଚାୟତର ଶତାଧିକ ମହିଳା ବୁଧବାରଠାରୁ ଆନ୍ଦୋଳନ ଚଳାଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ଗୁରୁବାର ପୂର୍ବାହ୍ନରେ ୬ ଜଣ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଡାକ୍ତର ପ୍ରବଣ ଶୁକ୍ଳା ସେମାନଙ୍କୁ ପ୍ରାଥମିକ ଚିକିତ୍ସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର: କଳ୍ପନାଙ୍କ ମଙ୍ଗଳା ଭଜନ ଉନ୍ମୋଚିତ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର ରବିବାର ସଂଧ୍ୟାରେ ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ଅନୁଷ୍ଟିତ ହୋଇଯାଇଛି । ଏହି...

୫ ସରପଞ୍ଚ, ୨ ସମିତି ସଭ୍ୟ, ୯ ଓ୍ବାର୍ଡ ସଭ୍ୟ ଲାଗି ହେବ ଉପନିର୍ବାଚନ

ଛତ୍ରପୁର,୧୩ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ୫ ପଞ୍ଚାୟତର ସରପଞ୍ଚ, ୨ ପଞ୍ଚାୟତ ସମିତିସଭ୍ୟ ଏବଂ ୯ ଓ୍ବାର୍ଡ ସଭ୍ୟ ପଦବୀ ଖାଲି ରହିଛି। ଏହି ପଦବୀଗୁଡ଼ିକ...

ଖବର ପ୍ରସାରଣ ପରେ ଗାଁରୁ ଦୂର ହେଲା ଜଳ ସଙ୍କଟ

ମୋହନା,୧୩ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ରହିଛି ଗୋଟିଏ ମାତ୍ର...

୧୩ ଦିନିଆ ଯାତ୍ରା ସାରି ମନ୍ଦିର ଫେରିଲେ ମା’ ଦକ୍ଷିଣକାଳୀ

ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ତଥା ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ...

ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା: ଜେଲ୍ ଗଲେ ଅଭିଯୁକ୍ତ, ଖଣ୍ଡା ଜବତ   

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବଡ଼ଡୁମ୍ବୁଳା ଗ୍ରାମର ପ୍ରସାଦ ଗୌଡ଼ଙ୍କୁ ହତ୍ୟାଉଦ୍ୟମ ଘଟଣାରେ ସମ୍ପୃକ୍ତ ତେଣ୍ଟୁଆପଡ଼ା ଗ୍ରାମର ଲାଲୁ ପ୍ରସାଦ ସେଠୀଙ୍କୁ...

ପମ୍ପ ପୁନଃଉଦ୍ଧାର କାର୍ଯ୍ୟରେ ଅନିୟମିତତା: ଭିଜିଲାନ୍ସ ତଦନ୍ତ ଦାବି କଲେ ଚାଷୀ

ଛତ୍ରପୁର,୧୩ା୪(ଦିଲ୍ଲୀପ ସାମଲ): ନିମ୍ନମାନର କାମ ସହ ଆର୍ଜବେଷ୍ଟ ଉପରେ ସିମେଣ୍ଟ ପକାଇ ସରକାରୀ ଅର୍ଥକୁ ହରିଲୁଟ କରିଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଦେଖିବାକୁ ମିଳିଛି...

ଚାଲାଣ ହେଉଥିଲା ଖଇରକାଠ: ମାଡ଼ି ବସିଲା ବନ ବିଭାଗ

ପଦ୍ମପୁର,୧୩ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ବନ ବିଭାଗ ପକ୍ଷରୁ ଏକ ଖଇରକାଠ ବୋଝଇ ବୋଲେରୋ ପିକଅପ(ଓଡି ୩୧ -୬୩୩୬ ) ଜବତ କରାଯାଇଛି। ବୋଲେରୋରେ...

ସମୁଦ୍ରମୁହାଁ ଅଲିଭରିଡଲେ ଶାବକ ଦେଖିଲେ ରାଜ୍ୟପାଳ

ଛତ୍ରପୁର/ଗଞ୍ଜାମ,୧୩ା୪(ସନ୍ତୋଷ ପାଢ଼ୀ/ ବିଦ୍ୟାଧର ସାହୁ): ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପାଟି ରବିବାର ଗଞ୍ଜାମ ଜିଲା ଗସ୍ତରେ ଆସି ସେ ଜିଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ତଦାରଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image