ମଧୁସୂଦନ ପାଢ଼ୀ ହେଲେ ପରିବହନ ସଚିବ

ଭୁବନେଶ୍ୱର,୪।୩(ବ୍ୟୁରୋ): ବରିଷ୍ଠ ଆଇଏଏସ୍‌ ଅଫିସର ମଧୁସୂଦନ ପାଢ଼ୀଙ୍କୁ ପରିବହନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହ ତାଙ୍କୁ ଚକବନ୍ଦୀ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ପୂର୍ବରୁ ପାଢ଼ୀଙ୍କ ସ୍ଥାନକୁ ପରିବହନ ସଚିବ ପ୍ରମୋଦ ମେହେର୍ଦ୍ଦାଙ୍କୁ ବଦଳି କରାଯାଇଛି। ମେହେର୍ଦ୍ଦା ରାଜ୍ୟପାଳଙ୍କ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି।

Share