ମଧ୍ୟାହ୍ନ ଭୋଜନରେ ଏହି ସବୁ ଦେଶୀ ଖାଦ୍ୟ ଖାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଅଛନ୍ତି। ଏହି ସମୟରେ ଶୁକ୍ରବାର ରାଷ୍ଟ୍ରପତି ମଧ୍ୟାହ୍ନ ଭୋଜନ କରିଛନ୍ତି। ଷ୍ଟୋର୍ଟରରେ ପନିର ଟିକା, ବେବିକର୍ଣ୍ଣ, କୋଳଥ ଡାଲି ପାଳଙ୍ଗ ସୁପ୍‌, ଗ୍ରୀନ ସାଲାଡ, କର୍ଣ୍ଣ ମଟର ସାଲାଡ, ବିଲାତି ଖଜୁରୀ ଖଟା, ପାମ୍ପଡ ଖାଇଛନ୍ତି। ସେହିପରି ମେନ କୋର୍ସରେ ଖେଚୁଡ଼ି, ଘିଅ ଭାତ, ଡାଲମା, ଭେଣ୍ଡି ଭଜା, ଛତୁ ବେସର, ଲାଉ ଚଣାଡାଲି ତରକାରି, ଆଳୁ ପୋସ୍ତ ଓ ରୁଟି ଖାଇଛନ୍ତି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ବିମାନବନ୍ଦରରୁ କଡ଼ା ସୁରକ୍ଷା ମଧ୍ୟରେ ରାଷ୍ଟ୍ରପତିଙ୍କ କାରକେଡ ବାହାରି ରାଜଭବନ ଯାଇଥିଲା। ଏହାପରେ ରାଷ୍ଟ୍ରପତି ରାଜଭବନରେ ରାତ୍ରୀଯାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଂହନାଥ ପୀଠରେ ମକର ମେଳା ସମୟରେ ସେତୁ ଉପରେ ଯାନବାହାନ ଚଳାଚଳ ବନ୍ଦ

କଟକ,୧୦।୧: ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ଆସନ୍ତା ମକର ସଂକ୍ରାନ୍ତି ଅବସରରେ ଜାନୁଆରୀ ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ଆଠଗଡସ୍ଥିତ ପ୍ରଭୁ ସିଂହନାଥ...

ସହଦେବ ହତ୍ୟା ଘଟଣାରେ ସାଂଘାତିକ ଅଭିଯୋଗ ଆଣିଲା ବିଜେଡି: ହତ୍ୟା ପଛରେ ରହିଛି…

ଭୁବନେଶ୍ୱର,୧୦।୧: ପୋଲିସ ମିତ୍ର ସହଦେ ନାୟକ ହତ୍ୟାକାଣ୍ଡ ଘଟଣାରେ ବିଜେଡି ବିଚାର ବିଭାଗୀୟ ତଦନ୍ତ ଦାବି କରିଛି। ଭିଡିଓ ଦେଖାଇ ବିଜେଡି ପୋଲିସକୁ ଟାର୍ଗେଟ କରିଛି।...

ଦୀପାଳିଙ୍କ ଭାଇ ବିଶାଲଙ୍କ ନାଁରେ ଏତଲା

ଭୁବନେଶ୍ୱର,୧୦।୧: ସ୍ବର୍ଗତ ନବ ଦାସଙ୍କ ପୁଅ ଏବଂ ଦୀପାଳି ଦାସଙ୍କ ଭାଇ  ବିଶାଲ ଦାସଙ୍କ ନାଁରେ ମାମଲା ରୁଜୁ ହୋଇଛି। ସରେଇପାଲି ଥାନା ପୋଲିସ ତାଙ୍କ...

ସାଧାରଣ ଲୋକଙ୍କ ପାଇଁ ଖୋଲିଲା ପ୍ରବାସୀ ଭାରତୀୟ ଦିବସ ପ୍ରଦର୍ଶନୀ, ଜାଣନ୍ତୁ କେତେ ଦିନ ଯାଏ ଖୋଲା ରହିବ

ଭୁବନେଶ୍ୱର,୧୦।୧: ଭୁବନେଶ୍ୱରର ଜନତା ମଇଦାନରେ ଚାଲିଥିବା ପ୍ରବାସୀ ଭାରତୀୟ ଦିବସ (PBD) ପ୍ରଦର୍ଶନୀ ଜାନୁଆରୀ ୧୧ ରୁ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ। ଏହି...

ଉଦ୍‌ଯାପନୀ ସମାରୋହରେ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧: ତିନି ଦିନ ଧରି ଚାଳିଥିବା ପ୍ରବାସୀ ଭାରତୀୟ ଦିବସର ଶୁକ୍ରବାର ଉଦ୍‌ଯାପନୀ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିଛନ୍ତି।...

ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଆପଣଙ୍କ ଉପସ୍ଥିତି ସମସ୍ତ…

ଭୁବନେଶ୍ୱର,୧୦ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି।...

ବସ୍‌ରେ ଚିକିତ୍ସା ପାଇଁ ଯାଉଥିଲେ: ସିଟ୍‌ରେ ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୧୦।୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୁରୁଣା ବସ୍‌ଷ୍ଟାଣ୍ଡରୁ ବ୍ରହ୍ମପୁର ଯାଉଥିବା ଏକ ଯାତ୍ରୀବାହୀ ବସ୍‌ରୁ ଶୁକ୍ରବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବୃଦ୍ଧା...

‘ଫିଜି ମେଁ ଭାରତୀୟୋଁ କା ଇତିହାସ ତଥା ଉନ୍‌କା ଜୀବନ’ ଉନ୍ମୋଚିତ

ଭୁବନେଶ୍ୱର,୧୦ା୧(ଅନୁରାଧା ମହାରଣା): ପ୍ରବାସୀ ଭାରତୀୟ ଦିବସ ଅବସରରେ ବିଶିଷ୍ଟ ଲେଖିକା ତଥା ଶିକ୍ଷାବିତ୍‌ ଡ. ରେଖା ଚତୁର୍ବେଦୀଙ୍କ ପୁସ୍ତକ ‘ଫିଜି ମେଁ ଭାରତୀୟୋଁ କା ଇତିହାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri