ମହମବତୀ ଆଲୋକରେ ଭୋଟ ଦେଲେ ଭୋଟର

ପୁଣେ,୨୧।୧୦: ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଭୋଟିଂ ଜାରି ରହିଛି। ପୁଣେର ଶିବାଜୀନଗର ମତଦାନ କେନ୍ଦ୍ରରେ ବିଦ୍ୟୁତ୍‌ ଆଲୋକ ଚାଲିଯିବାରୁ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଏଠାରେ ପୋଲିଂ ଅଧିକାରୀ ମହମବତୀ ଜଳାଇ ମତଦାନ ପ୍ରକ୍ରିୟା ଜାରି ରଖିଥିଲେ। ଭୋଟର ମହମବତୀର ମିଞ୍ଜି ମିଞ୍ଜି ଆଲୋକରେ ଭୋଟ ଦେଇଛନ୍ତି।

 

Share