ମହାକାଳପଡ଼ା: ଅତନୁ ୧୦୫୦ ଭୋଟରେ ଆଗୁଆ

ମହାକାଳପଡ଼ା, ୨୩।୫ (ଡି.ଏନ୍‌.ଏ.)- ମହାକାଳପଡ଼ା ବିଧାନସଭା ର୍ନିବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଅତନୁ ସବ୍ୟସାଚୀ ନାୟକ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ବିଜୟ ପ୍ରଧାନଙ୍କଠାରୁ ୧୦୫୦ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି।