Categories: ଜାତୀୟ

ମହାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା ଏୟାର ଇଣ୍ଡିଆ: ଏ-୩୨୦ ଏୟାର ବସ୍‌ରେ ଗାନ୍ଧୀଙ୍କ ଛବି

ନୂଆଦିଲ୍ଲୀ,୨।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ଏୟାର ଇଣ୍ଡିଆ ଶ୍ରଦ୍ଧାଞ୍ଜଳି ଦେଇଛି। ଦିଲ୍ଲୀ ସ୍ଥିତ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏହାର ଏୟାର ବସ୍‌ ଏ-୩୨୦ରେ ଗାନ୍ଧୀଙ୍କ ଛବି ଲଗାଯାଇଛି। ଏ-୩୨୦ ଏୟାର ବସ୍‌ର ଟେଲ୍‌ରେ ଗାନ୍ଧୀଙ୍କ ଠିଆ ହୋଇଥିବା ଛବି ଲଗାଯାଇଛି।

Share