ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୧୨୯୭

ମୁମ୍ବାଇ,୯।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ଅତିକ୍ରମ କରି ସାରିଥିବା ବେଳେ ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଗୋଟିଏ ଦିନରେ ୧୬୨ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ ୧୨୯୭ କରୋନା ଭାଇରସରେ ସଂକ୍ରମିତ ଥିବା ଜଣାପଡିଛି। ମହାରାଷ୍ଟ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଏହି ସୂଚନା ଦେଇଛନ୍ତି।

Share