Categories: ଜାତୀୟ

ମାଓବାଦୀଙ୍କ ଆଇଇଡ଼ି ବିସ୍ଫୋରଣରେ ଜଳିଗଲା ଡିଜେଲ୍‌ ଟ୍ୟାଙ୍କର

ରାୟପୁର,୨୪।୯: ଛତିଶଗଡ଼ କାଙ୍କେର ଜିଲାରେ ମାଓବାଦୀଙ୍କ ଆଇଇଡ଼ି ବିସ୍ଫୋରଣରେ ଏକ ଡିଜେଲ୍‌ ଟ୍ୟାଙ୍କର ଜଳି ଯାଇଛି। ଏଥିରେ ୩ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଟ୍ୟାଙ୍କରଟି ରେଲଓ୍ବେ କାମରେ ଲାଗିଥିଲା। ସେଠାରେ କିଛି ମାଓବାଦୀ ଲୁଚିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଛି।

Share