ମାଓବାଦୀ କ୍ୟାମ୍ପ୍‌ ସହ ଆଇଇଡି ଠାବ

ବାଲିଗୁଡ଼ା,୮ା୧: କୁମ୍ବିଂବେଳେ ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ କରାଯାଇଛି ବୋଲି କନ୍ଧମାଳ ଏସ୍‌ପି ହରିଶ ବି.ସି ସୂଚନା ଦେଇଛନ୍ତି। ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ କୁମ୍ବିଂ ଅପରେଶନ ଚାଲିଥିବାବେଳେ ସିଆରପିଏଫ ଏବଂ ଏସ୍‌ଓଜି ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ କରିଛନ୍ତି। ମାଓବାଦୀ କ୍ୟାମ୍ପରୁ ବହୁ ମାଓବାଦୀ ସାମଗ୍ରୀ ସହ ଦେଶୀ ବନ୍ଧୁକ ଜବତ କରାଯାଇଛି।

ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ କେକେବିଏନ ସଂଗଠନର ୧୫ରୁ ଅଧିକ ସସସ୍ୟ ଲୁଚି ରହିଥିବା ସନ୍ଦେହ କରାଯାଉଛି। କନ୍ଧମାଳ ମାରଦୁଲି ଜଙ୍ଗଲରେ କୁମ୍ବିଂବେଳେ ଟଳିଗଲା ବିପଦ। ସିଆରପିଏଫ୍‌ ଏବଂ ଏସ୍‌ଓଜି କୁମ୍ବିଂ ଅପରେଶନ ଚଳାଇଥିବାବେଳେ ୨ଟି ଆଇଇଡିକୁ ବୋମା ନିଷ୍କ୍ରିୟକାରୀ ଟିମ୍‌ ନିଷ୍କ୍ରିୟ କରିଛନ୍ତି। ଫଳରେ ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରୁ ଯବାନମାନେ ଅଳ୍ପକେ ବର୍ତ୍ତିଯାଇଛନ୍ତିି। ବର୍ତ୍ତମାନ ମଧ୍ୟ କୁମ୍ବିଂ ଅପରେଶନ ଜାରି ରହିଛି ବୋଲି କନ୍ଧମାଳ ଏସ୍‌ପି ହରିଶ ବି.ସି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି

  ଭୁବନେଶ୍ୱର,୯।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରେ ତାଙ୍କୁ...

ସାମ୍ବାଦିକଙ୍କୁ ମାଡ଼ ମାରି ଜେଲ ଗଲେ ଦୁଇ ଯନ୍ତ୍ରୀ, ଚାକିରିରୁ ହେଲେ ନିଲମ୍ବନ

ବଲାଙ୍ଗୀର, ୯।୧: (ସୁନିଲ କୁମାର ମହାନ୍ତି): ସାମ୍ବାଦିକଙ୍କୁ ମାଡ଼ ମାରିବା ଘଟଣାରେ କଣ୍ଟାବାଞ୍ଜି ଇଲେକ୍ଟ୍ରି ଏସ୍‌ଡିଓ ଜଗନ୍ନାଥ ପତି ଓ ମୁରିବାହାଲ ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀ...

ରସୁଲଗଡ଼ରେ ପୋଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି

ଭୁବନେଶ୍ୱର,୯।୧: ରାଜଧାନୀରେ ପୋଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା ଘଟଣାରେ ପୋଲିସ ଆଉ ଦୁଇଜଣଙ୍କୁ ଗିରଫ କରିଛି। ଗୁରୁବାର ଗିରଫ ହୋଇଥିବା ଦୁଇଜଣଙ୍କ ମଧ୍ୟରେ ଜଣେ ମହିଳା...

ମହାନଦୀ ପଠାରେ ପିକ୍‌ନିକ୍‌ ମନା, ଜାଣନ୍ତୁ କଟକର କେଉଁ ସ୍ଥାନ ପର୍ଯ୍ୟନ୍ତ ଲାଗିଲା କଟକଣା

କଟକ,୯ା୧: ମହାନଦୀ ପଠାରେ ପିକ୍‌ନିକ୍‌ ଆୟୋଜନ ଉପରେ କଡ଼ା କଟକଣା ଲଗାଇଛି କଟକ ମହାନଗର ନିଗମ। ତେବେ ଏହି କଟକଣା ବୋଟିଂ କ୍ଲବଠାରୁ କଟକ-ଇନ୍‌-କଟକ ପର୍ଯ୍ୟନ୍ତ...

ଏହି ସୁବୁ ଜିଲାରେ ହେବ ଘନ କୁହୁଡି: ଦୁଇ ଦିନିଆ ସତର୍କ ଜାରି

ଭୁବନେଶ୍ୱର,୯ା୧: ରାଜ୍ୟରେ ଶୀତର ପକୋପ ଜାରି ରହିଛି। ଏଭଳିସ୍ଥିତିରେ ଘନ କୁହୁଡିକୁ ନେଇ ୩ ଜିଲାକୁ ଦୁଇ ଦିନିଆ ୟେଲୋ ୱାର୍ନିଂ ଜାରି କରିଛି ପାଣିପାଗ...

ସନ୍ତୋଷପୁର ମଣ୍ଡଳ ସଭାପତି ହେଲେ ଟୁକୁନା ସାହୁ, କହିଲେ ଦଳୀୟ ସଂଗଠନକୁ…

ଗଞ୍ଜାମ,୯ା୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କୁଶପଲି ଭାଜପା ଯୁବନେତା ଟୁକୁନା ସାହୁ ସନ୍ତୋଷପୁର ମଣ୍ଡଳ ସଭାପତି ଭାବେ ଚୟନ ହୋଇଛନ୍ତି। ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ...

ଗଙ୍ଗାସାଗର ମେଳା ଶୁଭାରମ୍ଭ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ବନ୍ଦ ରହିବ ଫେରିଘାଟ

ଭୋଗରାଇ,୯ା୧(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲା ସାଗରଦୀପର ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ହେବାକୁ ଯାଉଥିବା ପ୍ରସିଦ୍ଧ ଗଙ୍ଗାସାଗର ମେଳାକୁ ଗୁରୁବାରଠାରୁ ସରକାରୀ...

ଯୋଗାଣ ମନ୍ତ୍ରୀ ଦେଲେ ଡେଡ୍‌ଲାଇନ: ଏହି ତାରିଖ ସୁଦ୍ଧା କରିନିଅନ୍ତୁ E-KYC, ନଚେତ୍‌…

ଭୁବନେଶ୍ୱର,୯।୧: ରାଶନ କାର୍ଡକୁ ନେଇ ଯୋଗାଣ ମନ୍ତ୍ରୀ ଦେଲେ ଡେଡ୍‌ଲାଇନ। ଜାନୁଆରି ୩୧ ସୁଦ୍ଧା E-KYC କରିବାକୁ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri