ମାଛ ଜାଲରୁ ଗୋମୁହା ପ୍ରଜାତିର କୁମ୍ଭୀର ଉଦ୍ଧାର

ଦିଗପହଣ୍ଡି,୨୯ା୮(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମ୍ବାରିଗାଁ ପଞ୍ଚାୟତ ମଣିଢିଅ ଗ୍ରାମରେ ମାଛ ଜାଲରୁ ବୁଧବାର ଏକ ଗୋମୁହା ପ୍ରଜାତିର କୁମ୍ଭୀର ଉଦ୍ଧାର ହୋଇଛି। କୁମ୍ଭୀରଟିର ଲମ୍ବ ପ୍ରାୟ ୫ ଫୁଟ ହୋଇଥିବା ବେଳେ ବୟସ ପ୍ରାୟ ୨ ବର୍ଷ ହେବ ବୋଲି ଜଣାପଡ଼ିଛି। ସକାଳୁ ଉକ୍ତ ଗ୍ରାମରେ ଥିବା ଏକ ପୋଖରୀରେ ଲୋକେ ମାଛ ଧରୁଥିବା ସମୟରେ ଜାଲରେ କୁମ୍ଭୀରଟି ଫସିଯାଇଥିଲା। କୁମ୍ଭୀରଟିକୁ ଦେଖି ଲୋକେ ଭୟଭୀତ ହୋଇଯାଇଥିଲେ। ପରେ ଗ୍ରାମବାସୀ ଦିଗପହଣ୍ଡି ବନ ବିଭାଗକୁ ଜଣାଇଥିଲେ। ବନାଞ୍ଚାଳ ଦାୟିତ୍ୱରେ ଥିବା ଭାରପ୍ରାପ୍ତ ରେଞ୍ଜର ରାଜାରାଓ ସୁବୁଦ୍ଧିଙ୍କ ନେତୃତ୍ୱରେ ବନରକ୍ଷୀ ମୁରଲୀଧର ନାୟକ, ନିରଞ୍ଜନ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚତ୍ କୌଶଳକ୍ରମେ ଜାଲରୁ କୁମ୍ଭୀରକୁ ଉଦ୍ଧାର କରିଥିଲେ। କୁମ୍ଭୀରଟିକୁ ଉଦ୍ଧାର ପରେ ନିକଟସ୍ଥ ଘୋଡ଼ାହାଡ ଡ୍ୟାମରେ ଛାଡ଼ି ଦିଆଯାଇଥିବା ରେଞ୍ଜର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ଘଟଣା: ଦାରିଙ୍ଗବାଡ଼ି ବଣିକ ସଂଘ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

ଦାରିଙ୍ଗବାଡି, ୨୫।୪ (ଅରୁଣ ସାହୁ)- ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କୀବାଦୀଙ୍କ ଆକ୍ରମଣ ଘଟଣାରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବଣିକ ସଙ୍ଘ ଓ ଗ୍ରାମବାସୀ ପକ୍ଷରୁ ଏହାର...

ଦୋକାନରେ ମଦ ବିକୁଥିଲେ ମହିଳା ୱାର୍ଡମେମ୍ବର: ଖବର ପ୍ରସାରଣ କରିଥିବା ସାମ୍ବାଦିଙ୍କୁ ମା’ଙ୍କ ସହ ମିଶି ରାସ୍ତା ମଝିରେ ଛେଚି ପକାଇଲେ…

ପାଟଣା,୨୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜଣେ କର୍ତ୍ତବ୍ୟରତ ଖବରଦାତାଙ୍କ ଉପରେ ଆକ୍ରମଣ ହୋଇଛି। ମଦ ବିକ୍ରି କରୁଥିବା ଥିବା ଜଣେ ମହିଳା...

ନବନିର୍ମିତ ପାର୍କ: ପୂର୍ବରୁ ଉଦ୍‌ଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ଆଉ ଏବେ ବିଧାୟକ

ଦିଗପହଣ୍ଡି,୨୫।୪(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମ୍ବାରି ଗାଁ ନିକଟ ଘୋଡାହାଡ ଡ୍ୟାମର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉନ୍ନତିକରଣ ପ୍ରକଳ୍ପ ଓ ଜଳସମ୍ପଦ ବିଭାଗ ପକ୍ଷରୁ...

ଶୌଚ ପାଇଁ ଯାଇଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୨୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ ବଡବନ୍ଧ ପୋଖରୀରେ ବୁଡି ଜଣେ ଯୁବକଙ୍କ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ ଘଟିଥିବା ଜଣାପଡିଛି...

ଧରିତ୍ରୀ ଖବରଦାତାଙ୍କ ନାଁ ନେଇ ଫେକ୍‌ ଚିଠି

ଦାରିଙ୍ଗବାଡି,୨୫।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଧରିତ୍ରୀ ପ୍ରତିନିଧିଙ୍କ ନାମରେ ଫେକ ଚିଠି ଯାଇଛି ପ୍ରଶାସନିକ ଅଧିକାରୀଙ୍କ ନିକଟକୁ। ତେବେ ପ୍ରଶାସନିକ ଅଧିକାରୀମାନେ ସେଠାରେ...

ମହୁଲଫୁଲ ୪୭ ଟଙ୍କାରୁ କମ୍‌ରେ କିଣିଲେ ହେବ ଲାଇସେନ୍ସ ରଦ୍ଦ

ନୂଆପଡ଼ା,୨୫ା୪ (ମକାରୁ ବେମାଲ): ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା ଜିଲାରେ ୫୦ ପ୍ରତିଶତ ଲୋକ ଲଘୁବନଜାତ ଦ୍ରବ୍ୟ ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି ା...

ବସିବାକୁ କେନ୍ଦ୍ର କରି ହଟ୍ଟଗୋଳ: ବିକଶିତ ଗାଁ ବିକଶିତ ଓଡ଼ିଶା ବୈଠକ ବନ୍ଦ

କାଳିପଦା,୨୫।୪(ରାଜଶ୍ରୀ ପାଣିଗ୍ରାହୀ)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସଭା ଗୃହ ପରିସରରେ ଶୁକ୍ରବାର ପୂର୍ବାହ୍ନରେ ବିକଶିତ ଗାଁ ବିକାଶିତ ଓଡ଼ିଶା କାର୍ଯ୍ୟକ୍ରମ ଲାଗି ବୈଠକ ଆୟୋଜନ କରାଯାଇଥିଲା।...

ମୃତ୍ୟୁକୁ ୩ ଦିନ ବିତିଲାଣି,ଅପରିଚିତ ବ୍ୟକ୍ତିଙ୍କ ପରିଚୟ ଖୋଜୁଛି ଭଞ୍ଜନଗର ପୋଲିସ

ଭଞ୍ଜନଗର,୨୫।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ତାତି ବଢ଼ିଯାଇଛି। ପୂର୍ବାହ୍ନ ୧୦ ଟା ହେଲେ ଲୋକେ ଆଉ ଘରୁ ବାହାରିବାକୁ ଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image