ମାନସିକ ଅବସାଦରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ କପେ…

କଫି ଅନେକ ପୋଷକ ତତ୍ତ୍ୱରେ ଭରପୂର। ଏହା ଶରୀର ପାଇଁ ବେଶ୍‌ ଉପକାରୀ। ପ୍ରତିଦିନ ସକାଳୁ କପେ କଫି ପିଇଲେ ମାନସିକ ଅବସାଦ ଦୂର ହୁଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। କଫିରେ ଆଣ୍ଟିଅକ୍ସିଡାଣ୍ଟ୍‌ ରହିଛି। ଏହା ଶରୀରରେ ଫୁର୍ତ୍ତି ଆଣିଥାଏ। କଫିରେ ଥିବା ପୋଷକ ତତ୍ତ୍ୱ ଲିଭର ପାଇଁ ବିଶେଷ ଉପକାରୀ। ଫଳରେ ମଦ୍ୟପାନ କରୁଥିବା ବ୍ୟକ୍ତିଙ୍କ ପାଇଁ ମହୌଷଧୀ ସାବ୍ୟସ୍ତ ହୋଇଥାଏ। ଏହା ରକ୍ତଚାପକୁ ନିୟନ୍ତ୍ରିତ କରିଥାଏ। ଫଳରେ ହାର୍ଟଆଟାକ୍‌ ସମସ୍ୟା ଦୂର ହୋଇଥାଏ। କଫି ପିଇଲେ ଡାଇବେଟିସ୍‌ ଏବଂ ସ୍ନାୟୁରୋଗ ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।

Share