ମାଲକାନଗିରିରେ ଭାଜପାର ଆଦିତ୍ୟ ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଦ୍ୱିତୀୟ ରାଉଣ୍ଡ ଗଣତିରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ରହିଛନ୍ତି। ଦ୍ୱିତୀୟ ରାଉଣ୍ଡରେ ଭାଜପାର ଆଦିତ୍ୟ ମାଢ଼ି ୧୮୭୦ ଭୋଟ୍‌ ପାଇଥିବା ବେଳେ ବିଜେଡିର ମୁକୁନ୍ଦ ସୋଢ଼ି ୧୧୯୯ ଏବଂ କଂଗ୍ରେସର ମାଲା ମାଢ଼ି ୭୩୮ ଭୋଟ୍‌ ପାଇଛନ୍ତି। ପ୍ରଥମ ରାଉଣ୍ଡରେ ଭାଜପା ୫୯୫, ବିଜେଡି ୧୩୧୩ ଓ କଂଗ୍ରେସ ୧୦୪୦ ଭୋଟ୍‌ ପାଇଥିଲା।

Share