ମାଲକାନଗିରିରେ ଭୀଷଣ ବଜ୍ରପାତ ସମ୍ଭାବନା: ୪ଟାରୁ ୧୦ ଯାଏ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରବିବାର ଅପରାହ୍ନ ୪ଟାରୁ ୧୦ ମଧ୍ୟରେ ମାଲକାନଗିରିରେ ଭୀଷଣ ବଜ୍ରପାତ ହେବାର ସମ୍ଭାବନା ରହିଛି। ଜିଲାର ୨ ବ୍ଲକ କୋରକୁଣ୍ଡା ଓ କୁଡ଼ୁମୁଲଗୁମାରେ ବଜ୍ରପାତ ହୋଇପାରେ। ଆର୍ଥ ନେଟ୍‌ଓ୍ବାର୍କର ସୂଚନା ଆଧାରରେ ଏ ନେଇ ଏସ୍‌ଆର୍‌ସି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।

Share