ମାଲକାନଗିରିରେ ଲଗାଣ ବର୍ଷା: ୨ ଦିନ ପାଇଁ ସବୁ ସ୍କୁଲ ଛୁଟି

ମାଲକାନଗିରି, ୨।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର ସମସ୍ତ ସ୍କୁଲକୁ ଦୁଇଦିନ ଅର୍ଥାତ୍‌ ଶୁକ୍ରବାର ଓ ଶନିବାର ପାଇଁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି।
ଲଗାଣ ବର୍ଷା ଯୋଗୁ ମାଲକାନଗିରି ସ୍ଥିତି ପୁଣି ବେହାଲ ହୋଇପଡ଼ିଛି। କୋରୁକୋଣ୍ଡା ଅଞ୍ଚଳରେ ଅନେକ ନଦୀ ଓ ନାଳରେ ବନ୍ୟା ଜଳ ପ୍ରବାହିତ ହେଉଛି। କୋରୁକୋଣ୍ଡା ନଦୀ ଏବଂ ଚାଲାଣଗୁଡ଼ା ନିକଟସ୍ଥ ତମସା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ଏମ୍‌ଭି-୩୭ ପୋଲ ଉପରେ ବନ୍ୟା ଜଳ ପ୍ରାୟ ୩ରୁ ୪ ଫୁଟ ଉଚ୍ଚରେ ପ୍ରବାହିତ ହେଉଛି। କୋରୁକୋଣ୍ଡା ପୋଲ ଉପରେ ପ୍ରାୟ ୪ ଫୁଟ ଏବଂ ତମସା ପୋଲ ଉପରେ ପ୍ରାୟ ୫ ଫୁଟ ଉଚ୍ଚରେ ଜଳ ପ୍ରବାହ ହେଉଛି। ଫଳରେ ଲୋକେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବାରେ ସମସ୍ୟା ସୃଷ୍ଟି ହେଉଛି। ଗତ ୪ ଦିନ ତଳେ ମଧ୍ୟ ଲଗାଣ ବର୍ଷା ଯୋଗୁ ମାଲକାନଗିରି ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ପିଲାଙ୍କୁ ଜୟ ଶ୍ରୀରାମ କହିବାକୁ କହି ବିବାଦରେ ତାମିଲନାଡୁ ରାଜ୍ୟପାଳ

ମଦୁରାଇ,୧୩।୪: ରାଜ୍ୟ ବିଧାନସଭାରେ ଗୃହୀତ ବିଲ୍‌ଗୁଡ଼ିକୁ ମଞ୍ଜୁରୀ ନ ଦେଇ ଦୀର୍ଘଦିନ ପକାଇରଖିବା ଘଟଣାରେ ଗତ ୮ ତାରିଖରେ ସୁପ୍ରିମକୋର୍ଟରୁ ଭର୍ତ୍ସିତ ହୋଇଥିବା ତାମିଲନାଡୁ ରାଜ୍ୟପାଳ...

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ,୧୩।୪(ଦ୍ବିତୀକୃଷ୍ଣ ପଣ୍ଡା): ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କର ବଳାତ୍କାର କରିବା ଏବଂ ପରବର୍ତ୍ତୀ ସମୟରେ ଶାରୀରିକ ନିର୍ଯାତନା ଦେବା ନେଇ ହିଞ୍ଜିଳି ଥାନାରେ...

ଭୁଲ ବୁଝାମଣାରୁ ଏମ୍‌କେସିଜିରେ ଫାର୍ମାସୀ ଛାତ୍ରଙ୍କୁ ମାଡ଼, କ୍ଷମା ମାଗିଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର,୧୩।୪(ସୁବାସ ଚନ୍ଦ୍ର ପାଢ଼ୀ): ଏମ୍‌କେସିଜି ମେଡିକାଲରେ ଜଣେ ଫାର୍ମାସୀ ଛାତ୍ରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। କାଜୁଆଲିଟିରେ ଜଣେ ରୋଗୀଙ୍କ ମୃତ୍ୟୁ ହେବା ଘଟଣାକୁ ନେଇ...

ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା

ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ...

ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର: କଳ୍ପନାଙ୍କ ମଙ୍ଗଳା ଭଜନ ଉନ୍ମୋଚିତ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର ରବିବାର ସଂଧ୍ୟାରେ ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ଅନୁଷ୍ଟିତ ହୋଇଯାଇଛି । ଏହି...

ପଶ୍ଚିମବଙ୍ଗ ପରେ ଆସାମକୁ ବ୍ୟାପିଲା ଓ୍ବକ୍‌ଫ ନିଆଁ : ବିକ୍ଷୋଭକାରୀଙ୍କ ଟେକାମାଡ଼, ପୋଲିସର ଲାଠିଚାର୍ଜ

ଗୁଆହାଟୀ,୧୩ା୪: ପଶ୍ଚିମବଙ୍ଗରେ ଲାଗିଥିବା ଓ୍ବକ୍‌ଫ ଆଇନ ବିରୋଧୀ ଆନ୍ଦୋଳନର ନିଆଁ ରବିବାର ଆସାମକୁ ବ୍ୟାପିଛି। କେନ୍ଦ୍ର ସରକାରଙ୍କ ଏହି ସଂଶୋଧିତ ଆଇନ ବିରୋଧରେ ଆସାମର ଚମରାଗୁଡ଼ମ୍‌,...

୫ ସରପଞ୍ଚ, ୨ ସମିତି ସଭ୍ୟ, ୯ ଓ୍ବାର୍ଡ ସଭ୍ୟ ଲାଗି ହେବ ଉପନିର୍ବାଚନ

ଛତ୍ରପୁର,୧୩ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ୫ ପଞ୍ଚାୟତର ସରପଞ୍ଚ, ୨ ପଞ୍ଚାୟତ ସମିତିସଭ୍ୟ ଏବଂ ୯ ଓ୍ବାର୍ଡ ସଭ୍ୟ ପଦବୀ ଖାଲି ରହିଛି। ଏହି ପଦବୀଗୁଡ଼ିକ...

ଖବର ପ୍ରସାରଣ ପରେ ଗାଁରୁ ଦୂର ହେଲା ଜଳ ସଙ୍କଟ

ମୋହନା,୧୩ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ରହିଛି ଗୋଟିଏ ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image