Posted inଜାତୀୟ

ମିଜାଇଲ୍‌ ମ୍ୟାନ୍‌ଙ୍କ ଶ୍ରାଦ୍ଧ ବାର୍ଷିକୀ: ଦେଶ ଦେଲା ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୭।୭: ଭାରତର ମିଜାଇଲ୍‌ ମ୍ୟାନ୍‌ ତଥା ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବ୍‌ଦୁଲ୍‌ କାଲାମଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶନିବାର ଦେଶ ଶ୍ରଦ୍ଧାଞ୍ଜଳି ଦେଇଛି। ୨୦୧୫ ଜୁଲାଇ ୨୭ରେ ଶିଲଂ ଆଇଆଇଏମ୍‌ଠାରେ ଏକ ଉତ୍ସବରେ କାଲାମ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କର ପରଲୋକ ହୋଇଥିଲା। ଏହାପରେ ତାଙ୍କ ଜନ୍ମସ୍ଥାନ ରାମେଶ୍ୱରମ୍‌ରେ ଅନ୍ତିମ ସଂସ୍କାର କରାଯାଇଥିଲା। କାଲାମ ୧୯୩୧ ଅକ୍ଟୋବର ୧୫ରେ ଜନ୍ମଗ୍ରହଣ କରିଥିଲେ। ୨୦୦୨ରୁ ୨୦୦୭ ପର୍ଯ୍ୟନ୍ତ ସେ ଭାରତର ୧୧ ତମ ରାଷ୍ଟ୍ରପତି ଭାବେ କାର୍ଯ୍ୟ କରିଥିଲେ। ୧୯୯୮ରେ ତାଙ୍କର ପ୍ରଚେଷ୍ଟାରେ ପୋଖରାନ୍‌-୨ ଆଣବିକ ପରୀକ୍ଷଣ ସଫଳ ହୋଇଥିଲା। କାଲାମଙ୍କ ଶ୍ରାଦ୍ଧ ବାର୍ଷିକୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୟପୁର ଦୁର୍ଘଟଣାର ଛାତିଥରା କାହାଣୀ: ଜଳନ୍ତା ଅବସ୍ଥାରେ ଅଢେଇ କିଲୋମିଟର ଦୌଡିଲେ ୩୦ ଲୋକ

ଜୟପୁର,୨୨।୧୨: ରାଜସ୍ଥାନ ଜୟପୁରରେ ହୋଇଥିବା ଭୟଙ୍କର ସଡ଼କ ଦୁର୍ଘଟଣା ଏବେ ପର୍ଯ୍ୟନ୍ତ ଲୋକଙ୍କ ମନରୁ ଲିଭି ନାହିଁ। ଏହି ଦୁର୍ଘଟଣାରେ ୧୪ ଜଣ ଜୀବନ୍ତ ଦଗ୍ଧ...

ବିବାହ ପାଇଁ ପ୍ରସ୍ତୁତ ହେଉଥିବା ପରିବାର ଏବେ ଅପେକ୍ଷା କରିଛନ୍ତି ଝିଅର ମୃତ ଦେହକୁ

ଶିମଲା,୨୨।୧୨: ପଞ୍ଜାବର ସୋହାନା, ମୋହାଲିରେ ଭୁଷୁଡି ପଡିଥିବା ବିଲଡିଂକୁ ନେଇ ହିମାଚଳ ପ୍ରଦେଶର ଏକ ପରିବାରରେ ଶୋକର ଛାୟା ଖେଳିଯାଇଛି। ନିଜ ଝିଅର ବିବାହ ପାଇଁ...

ପ୍ରେମିକାଙ୍କୁ ହୋଟେଲ ଉପରୁ ଠେଲିଦେଲେ ପ୍ରେମିକ, ବାନ୍ଧିଲା ପୋଲିସ

ବାରାଣସୀ, ୨୨।୧୨: ଉତ୍ତରପ୍ରଦେଶର ବାରାଣସୀ ଜିଲା ଚେତଗଞ୍ଜ ଥାନା ରାମକୋଟରାସ୍ଥିତ ଏକ ହୋଟେଲର ତୃତୀୟ ମହଲାରୁ ଶୁକ୍ରବାର ଫୁର୍କନ ନାମକ ଜଣେ ଯୁବକ(୨୩) ନିଜ ପ୍ରେମିକା...

କେମିତି ଅଛନ୍ତି ପ୍ରତାପ ଷଡଙ୍ଗୀ, ମୁକେଶ ରାଜପୁତ? ଅପଡେଟ ଦେଲା ହସ୍ପିଟାଲ

ନୂଆଦିଲ୍ଲୀ,୨୨।୧୨: ସଂସଦ ବାହାରେ ଝଗଡା ପରେ ଉଭୟ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ ମୁକେଶ ରାଜପୁତଙ୍କୁ ଦିଲ୍ଲୀର ଆରଏମଏଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କୁହାଯାଉଛି...

ଆମେରିକାକୁ ବାଧ୍ୟ କଲା ଭାରତର ଶକ୍ତି, ଏହି ନିୟମକୁ କରିବାକୁ ପଡିଲା ପରିବର୍ତ୍ତନ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୧୨: ଏବେ ସାରା ବିଶ୍ୱରେ ଭାରତର ଶକ୍ତି ଏବଂ ଏହାର ସାମର୍ଥ୍ୟର ଶବ୍ଦ ଶୁଣିବାକୁ ମିଳୁଛି। ଆଜି ବିଶ୍ୱର ସମସ୍ତ ଦେଶ ଭାରତର ଶକ୍ତିକୁ ସ୍ବୀକୃତି...

କୁଏତରେ ଶ୍ରମିକଙ୍କ ସହ ଓଡ଼ିଆରେ କଥା ହେଲେ ମୋଦି

ନୂଆଦିଲ୍ଲୀ,୨୨ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କୁଏତ ଗସ୍ତରେ ଯାଇଛନ୍ତି। ସେଠାରେ ଭାରତୀୟ ତଥା ଓଡ଼ିଆ ଶ୍ରମିକଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଛନ୍ତି ।...

୨୪ ଘଣ୍ଟାରେ ଏହି ରାଜ୍ୟରେ ଗିରଫ ହେଲେଣି ୪୧୬ ଜଣ, ଆଶ୍ଚର୍ଯ୍ୟ କରିବ ଏହା ପଛର କାରଣ

ଗୁଆହାଟି,୨୨।୧୨: ଆସାମ ସରକାର ବାଲ୍ୟ ବିବାହ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ଜୋରଦାର କରିଛନ୍ତି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ରବିବାର (୨୨ ଡିସେମ୍ବର ୨୦୨୪)ରେ କହିଛନ୍ତି ଯେ...

କଂଗ୍ରେସ ପାଇଁ ଖରାପ ଖବର

ଚଣ୍ଡିଗଡ଼,୨୨।୧୨: ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ କଂଗ୍ରେସ ପରାଜୟର ସମ୍ମୁଖୀନ ହୋଇଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ମଧ୍ୟ ମୁଣ୍ଡ ଉପରେ ରହିଛି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri