ମିଳୁନି ଫନୀ ସହାୟତା: ତହସିଲ ଘେରିଲେ କ୍ଷତିଗ୍ରସ୍ତ

କଣ୍ଟାପଡା, ୧୭।୧୨(ଡି.ଏନ୍‌.ଏ.): ଗତ ମେ ମାସ ୩ ତାରିଖରେ ହୋଇଥିବା ବାତ୍ୟା ଫନୀ କ୍ଷତିଗ୍ରସ୍ତ ପରିବାରଗୁଡ଼ିକୁ ଅଦ୍ୟାବଧି ସହାୟତା ମିଳିପାରିନାହିଁ। ଏପରି କି ପ୍ରକୃତ କ୍ଷତିଗ୍ରସ୍ତଙ୍କ ପରିବର୍ତ୍ତେ ଅନ୍ୟମାନଙ୍କୁ ଫନୀ ସହାୟତା ମିଳିବା ପ୍ରତିବାଦରେ ବାଇରୋଇ ଓ ଶିଶୁଆ ଗ୍ରାମର ଶତାଧିକ କ୍ଷତିଗ୍ରସ୍ତ ମଙ୍ଗଳବାର ପୂର୍ବାହ୍ନରୁ କଣ୍ଟାପଡା ତହସିଲ କାର୍ଯ୍ୟାଳୟକୁ ଘେରାଉ କରିଛନ୍ତି। ଫଳରେ ତହସିଲରେ କାର୍ଯ୍ୟ ବ୍ୟାହତ ହେବାରୁ ସାଧାରଣ ଲୋକେ ହଇରାଣ ହେଉଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ତହସିଲ ନିକଟରେ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୋସରୀ ଦୋକାନରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ରାଉରକେଲା,୧୫।୧୧: ସୁନ୍ଦରଗଡ଼ ଜିଲା ରଘୁନାଥପାଲି ଥାନା ଅଧୀନ ରାଉରକେଲା ସିଭିଲ ଟାଉନ୍‌ଶିପରେ ଥିବା ଏକ ବଡ଼ ଗ୍ରୋସରୀ ଦୋକାନରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ...

ଗଞ୍ଜାମ ଏନ୍‌ଏସିର ବିଚିତ୍ର ନୀତି: ଆହାର କେନ୍ଦ୍ର ସମ୍ମୁଖରେ ଡମ୍ପିଂୟାର୍ଡ

ଗଞ୍ଜାମ,୧୫ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସିରେ ଦିନକୁ ଦିନ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଶୁକ୍ରବାର ସହରବାସୀ ପବିତ୍ର କାର୍ତ୍ତିକ ମାସ ଶେଷ ବ୍ରତ ପୂଜା...

ରେଳ ଧାରଣାରୁ ମିଳିଲା ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ

ଭଦ୍ରକ,୧୫।୧୧: ଭଦ୍ରକ ଜିଲା କେନ୍ଦୁଆପଦା ରେଲଓ୍ବେ ଷ୍ଟେଶନ ନିକଟ ଧାରଣାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଶୁକ୍ରବାର ଜିଆର୍‌ପି ପୋଲିସ ଉଦ୍ଧାର କରିଛି। ମୃତ...

ବଲାଙ୍ଗୀରର ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼, ଡଙ୍ଗା ଭସାଇ…

ବଲାଙ୍ଗୀର,୧୫ା୧୧(ସୁନୀଲ କୁମାର ମହାନ୍ତି): ପାଞ୍ଚଦିନ ଧରି ପବିତ୍ର ପଞ୍ଚକ ପାଳିତ ହେବା ପରେ ଶୁକ୍ରବାର ଉତ୍ସାହର ସହ କାର୍ତ୍ତିକ ପୂର୍ଣ୍ଣିମା ପାଳିତ ହୋଇଛି। ଏହି ଅବସରରେ...

କାର୍ତ୍ତିକ ପୂର୍ଣ୍ଣିମାରେ ଭାସିଲା ୧୬୦ ଫୁଟର ଡ଼ଙ୍ଗା

ସୋର,୧୫।୧୧: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ଓଡ଼ିଶା ନୌବାଣିଜ୍ୟ ପରମ୍ପରାପକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ନଦୀ,...

‘ଭାରତକୁ ସ୍ବାଧୀନତା ଆଣିବାରେ ବିର୍ସା ମୁଣ୍ଡାଙ୍କ ଅବଦାନ ଅତୁଳନୀୟ’

ଦାରିଙ୍ଗବାଡ଼ି,୧୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳନ ବଡ଼...

କାବେରୀ ଘାଟରେ ବୋଇତ ବନ୍ଦାଣ କଲେ ପାଟଣା ବିଧାୟକ

ପାଟଣା,୧୫ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ପାଇଁ ଶୁକ୍ରବାର ରାତ୍ରି ୪ଟାରୁ ପାଟଣା...

ଗ୍ୟାସ୍‌ ଟାଙ୍କି ଫାଟି ୩ ଗୁରୁତର

ରାଗୟଡ଼ା,୧୫ା୧୧(ଆଶିଷ ରଞ୍ଜନ ପଣ୍ଡା): ଗ୍ୟାସ୍‌ ଟାଙ୍କି ଫାଟି ତିନି ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟେ ଭର୍ତ୍ତି କରି ପ୍ରାଥମିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri